Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଆଇନ ଶୃଙ୍ଖଳା ଥିବାପରି ଅନୁଭବ ହେଉନି: ନବୀନ

Sanchar Live by Sanchar Live
September 21, 2024
in ଓଡିଶା, ରାଜନୀତି
0
ରାଜ୍ୟରେ ଆଇନ ଶୃଙ୍ଖଳା ଥିବାପରି ଅନୁଭବ ହେଉନି: ନବୀନ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ପୁଣି ଉଦବେଗ ପ୍ରକାଶ କଲେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାର ନିର୍ବାଚିତ ପ୍ରତିନିଧି ଓ ପଦାଧିକାରୀମାନଙ୍କ ସହ ଆୟୋଜିତ ବୈଠକରେ ବିସ୍ତୃତ ଆଲୋଚନା କରି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ନବୀନ । ନବୀନ କହିଛନ୍ତି, ଏବେ ଥାନାରେ ମହିଳା ଅସୁରକ୍ଷିତ ଆଉ ରାଜଭବନ କର୍ମଚାରୀ ମାଡ ଖାଉଛନ୍ତି । ରାଜ୍ୟରେ ଆଇନ ଶୃଙ୍ଖଳା ଥିବା ପରି ଅନୁଭବ ହେଉନାହିଁ । ବିଜେଡି ସରକାରରେ ଥିବାବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା । ୨୪ବର୍ଷ ଶାସନରେ ରାଜ୍ୟରେ ଗରିବୀ ୭୦ ପ୍ରତିଶତରୁ ୧୦ ପ୍ରତିଶତକୁ କମିଛି । ଲୋକଙ୍କ ମୁଣ୍ଡ ପିଛା ଆୟ ବୃଦ୍ଧି ପାଇଛି ବୋଲି ଖୋଦ ଭାରତ ସରକାରଙ୍କ ରିପୋର୍ଟ କହୁଛି । ଏଥର ଯଦି ବିଜେଡି କ୍ଷମତାକୁ ଆସିଥାନ୍ତା ତେବେ ଓଡିଶାରୁ ଗରିବୀ ସମ୍ପୂର୍ଣ୍ଣ ଭାବରେ ଦୂର ହୋଇଥାନ୍ତା । ନବୀନ ଆହୁରି କହିଛନ୍ତି, କେନ୍ଦ୍ରାପଡ଼ା ସବୁବେଳେ ମୋ ପାଇଁ ଓ ବିଜୁ ବାବୁଙ୍କ ପାଇଁ ସ୍ୱତନ୍ତ୍ର ହୋଇ ରହିଆସିଛି । ଗଜପତି ଜିଲ୍ଲା ସହ ବିଜୁ ବାବୁଙ୍କ ପରିବାରର ସମ୍ପର୍କ ବହୁତ ପୁରୁଣା । ବିଜେପି ସରକାର ଓଡ଼ିଶାବାସୀଙ୍କୁ ମିଛ ପ୍ରତିଶ୍ରୁତି ଦେଇଛି । ସୁଭଦ୍ରା ଯୋଜନାରେ ୨ ବର୍ଷରେ ୫୦ ହଜାର ଟଙ୍କା, ମାଗଣା ବିଜୁଳି, ଭତ୍ତା ସବୁ ବିଷୟରେ ଲୋକଙ୍କୁ ଧୋକା ଦେଇଛି । ଏଣୁ ଏସବୁ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି । ଲୋକଙ୍କ ଭଲପାଇବା ଏବେବି ବିଜେଡି ପ୍ରତି ଅତୁଟ ରହିଛି । ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ।

Tags: lawNaveen patnaik
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀର ଅଷ୍ଟମ ମୁଖ୍ଯମନ୍ତ୍ରୀ ଭାବେ ଆତିଶୀ ନେଲେ ଶପଥ

ଦିଲ୍ଲୀର ଅଷ୍ଟମ ମୁଖ୍ଯମନ୍ତ୍ରୀ ଭାବେ ଆତିଶୀ ନେଲେ ଶପଥ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.