Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ

Sanchar Live by Sanchar Live
August 13, 2024
in ରାଜନୀତି
0
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ସାମାଜିକ ବିଶୃଙ୍ଖଳା ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆରେ ନବୀନ କହିଛନ୍ତି, ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି । ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି ଓ ସହଭାଗିତା ଯୁଗ ଯୁଗ ଧରି ରହିଆସିଛି। କିନ୍ତୁ ଚିନ୍ତାର ବିଷୟ ଏବେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସାମାଜିକ ବିଶୃଙ୍ଖଳା ଘଟୁଥିବାର ଖବର ଆସୁଛି । ଅନେକ ଗୋଷ୍ଠୀ ଓ ପୀଡ଼ିତ ନାଗରିକ ସେମାନଙ୍କ ଦୁଃଖ ଜଣାଉଛନ୍ତି । ସେମାନେ ଆକ୍ରମଣ ଓ ବିଦ୍ବେଷର ଶିକାର ହେଉଥିବା ଦୁଃଖର କଥା ବୋଲି ନବୀନ କହିଛନ୍ତି । ଓଡ଼ିଶାର ଭାବମୂର୍ତ୍ତି ତଥା ଗରିମା ରକ୍ଷା କରିବାକୁ ନବୀନ ଆହ୍ବାନ ଜଣାଇବା ସହ ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ ଭାବେ ଲୋକଙ୍କ ଧନ, ଜୀବନର ସୁରକ୍ଷା ସହ ଆଇନଶୃଙ୍ଖଳା ବଜାୟ ରଖିବା ଦିଗରେ କାମ କରିବାକୁ ପରାମର୍ଶ ଦେଇଛନ୍ତି । ନବୀନ ଆହୁରି କହିଛନ୍ତି ଏକ ସଦଭାବପୂର୍ଣ୍ଣ ରାଜ୍ୟ ଭାବରେ ଓଡ଼ିଶାର ପ୍ରତିଛବି ହିଁ ଆମ ରାଜ୍ୟକୁ ନିବେଶକଙ୍କୁ ଆକୃଷ୍ଟ କରିଆସିଛି ଏବଂ ଆମେ ଆମ ଆର୍ଥିକ ଭିତ୍ତିଭୂମି ସୁଦୃଢ଼ କରିପାରିଛୁ । ଆନନ୍ଦର କଥା, ଆମେ ୬୦ ପ୍ରତିଶତରୁ ଅଧିକ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରିପାରିଛୁ। , ରାଜ୍ୟର ସବୁ ବର୍ଗର ଲୋକଙ୍କ ସୁରକ୍ଷା ପାଇଁ ଯଥା ସମ୍ଭବ ସମସ୍ତ ପ୍ରକାରର ପଦକ୍ଷେପ ନେବାକୁ ରାଜ୍ୟ ସରକାର ଏବଂ ସମସ୍ତ ସରକାରୀ ଅଧିକାରୀଙ୍କୁ ନବୀନ ଅନୁରୋଧ କରିଛନ୍ତି । ନବୀନ କହିଛନ୍ତି  ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ହେଉଛି ଏକ ପ୍ରଗତିଶୀଳ ସମାଜର ମୂଳଭିତ୍ତି । ଯେଉଁଠି ଶାନ୍ତିଥାଏ, ସେଇଠି ହିଁ ପ୍ରଗତି ସମ୍ଭବ ହୁଏ।

Tags: odishashanti
ShareTweetShareSend
Sanchar Live

Sanchar Live

Next Post
କଟକ ବଡ଼ ଡାକ୍ତରଖାନାରେ ମହିଳା ରୋଗୀଙ୍କୁ ଅସଦାଚରଣ ମାମଲା,  ସିନିୟର ରେସିଡେଣ୍ଟ ଡାକ୍ତର ଦିଲବାଗ ସିଂ ଗିରଫ

କଟକ ବଡ଼ ଡାକ୍ତରଖାନାରେ ମହିଳା ରୋଗୀଙ୍କୁ ଅସଦାଚରଣ ମାମଲା,  ସିନିୟର ରେସିଡେଣ୍ଟ ଡାକ୍ତର ଦିଲବାଗ ସିଂ ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.