Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡି଼ଶାବାସୀଙ୍କୁ ପ୍ରତାରିତ କରିଛି ବିଜେପି : ନବୀନ ପଟ୍ଟନାୟକ

Sanchar Live by Sanchar Live
August 12, 2024
in ଓଡିଶା
0
ଓଡି଼ଶାବାସୀଙ୍କୁ ପ୍ରତାରିତ କରିଛି ବିଜେପି : ନବୀନ ପଟ୍ଟନାୟକ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ଯ ସରକାରଙ୍କୁ ବରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଟାର୍ଗେଟ । ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ଓ ୩,୫୦୦ ଟଙ୍କା ଭତ୍ତା ଦେବ ବୋଲି ପ୍ରତିଶ୍ରୁତି ଦେଇଥିଲା । ୬୦ ବର୍ଷରୁ ଅଧିକ ଭତ୍ତାଧାରୀଙ୍କୁ ୩ହଜାର ଟଙ୍କା ଓ ୮୦ ବର୍ଷ ବୟସରୁ ଅଧିକ ବ୍ଯକ୍ତିଙ୍କୁ ୩ହଜାର ୫ଶହ ଟଙ୍କା ଭତ୍ତା ଦେବାକୁ ବିଜେପି ତାର ନିର୍ବାଚନୀ ଇସ୍ତାହାରରେ ଘୋଷଣା କରିଥିଲା । ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ। ୪୫ ହଜାର କୋଟି ଟଙ୍କାର ଋଣ ନେଇ ମଧ୍ୟ ଘୋଷଣା ପାଳନ କରାଯାଉ ନାହିଁ। ଏଥିରୁ ପୂରା ସ୍ପଷ୍ଟ ହେଉଛି, ବିଜେପିର ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି। ଏପରି ପ୍ରତାରଣା ଲୋକଙ୍କ ଭିତରେ ଜନ ଅସନ୍ତୋଷ ବଢ଼ାଇଛି। ଏନେଇ ୧୬ ଅଗଷ୍ଟରୁ ବିଜେଡି ଜନଜାଗରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରତି ପଞ୍ଚାୟତରେ ଏନେଇ ସଚେତନତା କାର୍ଯ୍ୟକ୍ରମ କରାଯିବ। ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ବିଜେଡି ଆଗକୁ ବାହାରିବ। ପ୍ରତିଟି କର୍ମୀ ତଥା ସଚେତନ ନାଗରିକ ଏଥିରେ ସାମିଲ ହୋଇ ଲୋକଙ୍କୁ ବିଜେପିର ପ୍ରତାରଣା ବିଷୟରେ ଜାଗ୍ରତ କରିବେ। ବିଜେପି ଓଡ଼ିଶାର ଲୋକଙ୍କୁ ଭୂଆଁ ନ ବୁଲାଇ, ତାର ପ୍ରତିଶ୍ରୁତି ପାଳନ କରିବ। ବିଜେପି ନିଜ ପ୍ରତିଶ୍ରୁତି ପୂରଣ ନ କରିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ନିକଟରେ ଏହାକୁ ପହଞ୍ଚାଇବା ପାଇଁ ବିଜେଡି ସର୍ବଦା ନିଜର ଅଭିଯାନ ଜାରି ରଖିବ ବୋଲି କହିଛନ୍ତି ନବୀନ ।

Tags: bhatabjpNaveen patnaikpolitics
ShareTweetShareSend
Sanchar Live

Sanchar Live

Next Post
୫୦ ବର୍ଷୀୟ ବ୍ୟକ୍ତିଙ୍କୁ ଛୁରୀ ଭୁସି ହତ୍ୟା!

୫୦ ବର୍ଷୀୟ ବ୍ୟକ୍ତିଙ୍କୁ ଛୁରୀ ଭୁସି ହତ୍ୟା!

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.