Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲେ ନବୀନ ପଟ୍ଟନାୟକ

Sanchar Live by Sanchar Live
February 13, 2025
in ଓଡିଶା
0
ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲେ ନବୀନ ପଟ୍ଟନାୟକ
0
SHARES
32
VIEWS
FacebookTwitter

ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲେ ନବୀନ ପଟ୍ଟନାୟକ । ବାବୁସାନଙ୍କ ସହ ଭିଡିଓ କଲ୍ ରେ କଥା ହେବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି । ବାପା ଧୀରେ ଧୀରେ ସୁସ୍ଥ ହେଉଥିବା କହିଛନ୍ତି ବାବୁସାନ । ସେହିପରି ଅଭିନେତା ଅନୁଭବ ମହାନ୍ତି ମଧ୍ୟ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ପହଞ୍ଚି ଉତ୍ତମ ମହାନ୍ତିଙ୍କୁ ଭେଟିଛନ୍ତି । ଏଥିସହିତ ବାବୁସାନଙ୍କ ସହ କଥା ହୋଇଛନ୍ତି ।

ସୂଚନା ଅନୁସାରେ ଉତ୍ତମ ମହାନ୍ତି ଲିଭର ସିରୋସିସରେ ପୀଡ଼ିତ ହୋଇ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଅଧିକ ଚିକିତ୍ସା ପାଇଁ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଲିଫଟ କରାଯାଇଛି । ଏୟାରଲିଫ୍ଟ ପାଇଁ ଘରୋଇ ହସ୍ପିଟାଲ ପକ୍ଷରୁ ସମସ୍ତ ସହାୟତା କରାଯାଇଥିଲା ।

ସୂଚନା ଅନୁସାରେ, ଅଭିନେତା ଉତ୍ତମ ମହାନ୍ତି ଫିଲ୍ମର ସୁଟିଂ ପାଇଁ ବାହାରକୁ ଯାଇଥିଲେ । ସେଠାରେ ହିଁ ତାଙ୍କର ଦେହ ହଠାତ ଖରାପ ହୋଇଥିଲା । ତାପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ଏହା ପରେ ଚିକିତ୍ସା ହୋଇ ଘରକୁ ଆସିଥିଲେ । ହେଲେ ପୁଣି ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା ପରେ ତାଙ୍କୁ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଆଇସିୟୁରେ ଭର୍ତ୍ତି ହୋଇଥିଲା । ଏହି ଖବର ଜାଣିବା ପରେ ଫ୍ୟାନ୍ସ ସମେତ ସେଲିବ୍ରିଟି ଚିନ୍ତିତ ଥିବା ବେଳେ ତାଙ୍କ ଶୀଘ୍ର ସୁସ୍ଥତା କାମନା କରିଛନ୍ତି ।

Tags: naveenpatnaikUttammohanty
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ୧୦ଟା ୩୦ ଯାଏଁ ଗୃହ ମୁଲତବୀ

ଆସନ୍ତାକାଲି ୧୦ଟା ୩୦ ଯାଏଁ ଗୃହ ମୁଲତବୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.