Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନ : ଏମିତି କହିଲେ ନବୀନ

Sanchar Live by Sanchar Live
March 30, 2026
in ରାଜନୀତି
0
ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନ : ଏମିତି କହିଲେ ନବୀନ

Oplus_131072

0
SHARES
26
VIEWS
FacebookTwitter

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟନାକୁ ନେଇ ବର୍ଷିଲେ ନବୀନ । ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ମାନସିକ ଭାବେ ଅସୁସ୍ଥ ଅଛନ୍ତି । ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ମୋତେ ଆଶ୍ଚର୍ଯ୍ୟ ଚକିତ କରିଛି । ଓଡ଼ିଶାର ବର୍ଗ ଓ ଗୌରବ ବିଜୁ ପଟ୍ଟନାୟକଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିଲେ ନିଶିକାନ୍ତ ଦୁବେ।

ଗତକାଲି ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଇଥିଲେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ସେ ଇସ୍ତଫା ଦେଇଛନ୍ତି ।  ରାଜ୍ୟସଭା ଷ୍ଟାଣ୍ଡିଂ କମିଟିରୁ ଇସ୍ତଫା ଦେଇଥିବା ନେଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଥିଲେ ।

ସେହିପରି ବିଜୁ ପଟ୍ଟନାୟକଙ୍କ ପରି ଜଣେ ବିଶ୍ୱସ୍ତରୀୟ ବ୍ୟକ୍ତିତ୍ୱଙ୍କୁ କଳଙ୍କିତ କରିବା ପ୍ରୟାସ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜେଡି ସାଂସଦ ସଂତୃପ୍ତ ମିଶ୍ର । ଏହା କେବଳ ଅଜ୍ଞତା ନୁହେଁ, ବରଂ ଇତିହାସ ଏବଂ ଘଟଣାବଳୀକୁ ବିକୃତ କରିବା ପାଇଁ ଏକ ସୁଚିନ୍ତିତ ଷଡ଼ଯନ୍ତ୍ର । ବିଜୁ ପଟ୍ଟନାୟକ କେବଳ ଜଣେ ସାଧାରଣ ରାଜନୈତିକ କର୍ମକର୍ତ୍ତା ନଥିଲେ, ଯାହାଙ୍କୁ ଇତିହାସ ବା ଆନ୍ତର୍ଜାତୀୟ ସମ୍ପର୍କ ବିଷୟରେ ଜ୍ଞାନ ନଥିବା ସଂକୀର୍ଣ୍ଣ ମନୋଭାବର ବ୍ୟକ୍ତିମାନେ ଆକଳନ କରିପାରିବେ । ​ଯେଉଁମାନେ ଆଜି ପ୍ରଶ୍ନ ଉଠାଉଛନ୍ତି, ସେମାନଙ୍କର ଐତିହାସିକ ଜ୍ଞାନର ଘୋର ଅଭାବ ରହିଛି କିମ୍ବା ସେମାନେ ନିଜର ସ୍ୱାର୍ଥ ସାଧନ ପାଇଁ ଇତିହାସକୁ ମନଗଢ଼ା ଭାବେ ବ୍ୟାଖ୍ୟା କରି ଅସଲ ପ୍ରଶ୍ନରୁ ଦୂରେଇ ଯିବାକୁ ଚେଷ୍ଟା କରୁଛନ୍ତ

Tags: naveenpatnaiknitikanta dubeyodisha potics
ShareTweetShareSend
Sanchar Live

Sanchar Live

Next Post
ମହିଳାମାନେ କେତେ ସମୟ ଶୋଇବା ଜରୁରୀ?

ମହିଳାମାନେ କେତେ ସମୟ ଶୋଇବା ଜରୁରୀ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.