Saturday, June 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ନୟାଗଡ଼ର ବହୁ ଚର୍ଚ୍ଚିତ ମାତା ବୈଷ୍ଣୋଦେବୀଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ

Sanchar Live by Sanchar Live
February 2, 2025
in ଓଡିଶା
0
ଆଜି ନୟାଗଡ଼ର ବହୁ ଚର୍ଚ୍ଚିତ ମାତା ବୈଷ୍ଣୋଦେବୀଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ନୟାଗଡ଼ର ବହୁ ଚର୍ଚ୍ଚିତ ମାତା ବୈଷ୍ଣୋଦେବୀଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ଏଥିପାଇଁ ସଜେଇ ହୋଇଛି ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ମଗରବନ୍ଧ ପଞ୍ଚାୟତର ଜାମୁକଣ ପାହାଡ଼ । ଆଜି ବିରାଜମାନ କରିବେ ମାତା ବୈଷ୍ଣାେଦେବୀ । ଗୁମ୍ଫା ଭିତରେ ରହିଛି ମା’ଙ୍କ ଆସ୍ଥାନ । ପ୍ରାକୃତିକ ପରିବେଶ ଘଞ୍ଚ ଜଙ୍ଗଲ ଭରା ପାହାଡ଼ ଶୀର୍ଷରେ ୧୮୦ ଫୁଟର ଗୁମ୍ଫା ଭିତରେ ବିରାଜମାନ କରିବେ ମା’ ବୈଷ୍ଣୋଦେବୀ l ମା’ଙ୍କ ପ୍ରତିମୂର୍ତ୍ତିର ଓଜନ ୧୮ କୁଇଣ୍ଟାଲ l ସେଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ l ପ୍ରାୟ ୨ ଶହ କାରିଗରଙ୍କୁ ନେଇ ଏହି ମନ୍ଦିର ନିର୍ମାଣ ହୋଇଥିଲା l ବହୁ ସାଧୁସନ୍ଥଙ୍କ ଉପସ୍ଥିତିରେ ମହାଆଡ଼ମ୍ବରରେ ମା’ ଜଗତଜନନୀଙ୍କ ବିଗ୍ରହ ସ୍ଥାପନ ପାଇଁ ୨୯ ତାରିଖରୁ ଚାଲିଛି ହୋମଯଜ୍ଞ, ନାମ ସଂକୀର୍ତ୍ତନ l ମାଆଙ୍କ ପ୍ରତିଷ୍ଠା ଉତ୍ସବ ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି । ଏଥିପାଇଁ ବ୍ୟାପକ ବ୍ୟବସ୍ଥାକୁ କଡ଼ାକଡ଼ା କରାଯାଇଛି ।

Tags: nayagarhvaisnab debi
ShareTweetShareSend
Sanchar Live

Sanchar Live

Next Post
ଆଜି ସରସ୍ବତୀ ପୂଜା

ଆଜି ସରସ୍ବତୀ ପୂଜା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା
  • ଅନଲାଇନ ସପିଂ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ
  • ସ୍ୱାମୀଙ୍କୁ ମନେ ପକାଇଲେ କରିସ୍ମା
  • କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି, ଓଡିଶାରୁ ୨ ଅଧିକାରୀ
  • ହାଇୱାକୁ ପିଟିଲା BMW କାର୍, ୨ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.