Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରେମ ପାଇଁ ଦେହରେ ପେଟ୍ରୋଲ ଢ଼ାଳି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

Sanchar Live by Sanchar Live
March 18, 2025
in ଓଡିଶା
0
ପ୍ରେମ ପାଇଁ ଦେହରେ ପେଟ୍ରୋଲ ଢ଼ାଳି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
0
SHARES
30
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରେମ ପାଇଁ ଦେହରେ ପେଟ୍ରୋଲ ଢ଼ାଳି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳରେ । ପ୍ରେମ ପାଇଁ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳିହୋଇ ନିଆଁ ଲଗାଇ ଦେଇଥିବା ଦେଖିବାକୁ ମିଳିଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ଜଣଙ୍କ କଟକ ଜିଲ୍ଲା କିଶୋରନଗର ଥାନା ଯାଞ୍ଚପଡ଼ା ଗାଁର ଲିଟୁଆ ଦାସ ବୋଲି ଜଣାପଡ଼ିଛି । ଲିଟୁଆ ଇଟାମାଟି ଥାନା ଅଞ୍ଚଳର ଜଣେ ଯୁବତୀକୁ ୪ ବର୍ଷ ହେବ ଭଲ ପାଉଥିଲେ । ଆଜି ଯୁବକ ଜଣକ ଯୁବତୀଙ୍କ ଘରେ ପହଞ୍ଚିଥିଲେ । ଝିଅର ବଡ଼ ଭଉଣୀ ଓ ସାନ ଭଉଣୀ ଉକ୍ତ ଯୁବକକୁ ଗାଳିଗୁଲଜ କରିଥିଲେ । ଫଳରେ ଯୁବକ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ସ୍ଥାନୀୟଲୋକେ ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସ୍ଵାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଯୁବକଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଯୁବକ ଜଣଙ୍କର ଶରୀରର ୮୦ ଭାଗ ପୋଡ଼ିଯାଇଛି । ଖବର ପାଇ ଘଟଣାସ୍ଥଳରେ ଇଟାମାଟି ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।.

Tags: nayagarhselfkilling
ShareTweetShareSend
Sanchar Live

Sanchar Live

Next Post
ଗାଡ଼ି ସାଇଡ୍ ମାଗିବାରୁ ଗୁଳିମାଡ଼

ଗାଡ଼ି ସାଇଡ୍ ମାଗିବାରୁ ଗୁଳିମାଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.