Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

Sanchar Live by Sanchar Live
February 15, 2025
in ଓଡିଶା
0
ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ
0
SHARES
15
VIEWS
FacebookTwitter

ପୁରୀ: ପୁରୀ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂତନ ଅକ୍ଷୟ ଦଣ୍ଡ ।   ଚୂନରା ସେବାୟତଙ୍କ ଦ୍ୱାରା ନୀଳଚକ୍ରରେ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ ହୋଇଛି । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ନୀଳଚକ୍ରରେ ଲାଗିଥିବା ଅକ୍ଷୟ ଦଣ୍ଡ ଵା ପତିତପାବନ ବାନାକୁ ଧରି ରଖିଥିବା ବାଉଁଶ ଭାଙ୍ଗିଯାଇଥିଲା । ଗତକାଲି ଏଥିରେ ପତିତପାବନ ବାନା ବାନ୍ଧିବା ସମ୍ଭବପର ହୋଇନଥିଲା । ଏଥିପାଇଁ ଗତକାଲି କେବଳ ନୀଳଚକ୍ରରେ ବାନା ବାନ୍ଧିଥିଲେ ଚୁନରା ସେବକ । ଏହା ପରେ ଆଜି ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି ।

ପରମ୍ପରା ଅନୁଯାୟୀ ପ୍ରତ୍ୟେକ ଦିନ ବାନା ଅପରାହ୍ଣରେ ପରିବର୍ତ୍ତନ ହୁଏ । ତେବେ ଗତକାଲି ଚୁନରା ସେବାୟତ ବାନା ପରିବର୍ତ୍ତନ କରିବାକୁ ଗଲାବେଳେ ହଠାତ୍ ଏହି ବାଉଁଶର ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଥିଲା । ଏଥିପାଇଁ ଦଧିନଉତିକୁ ଚଢ଼ିଥିବା ଚୁନରା ସେବାୟତ ଶ୍ରୀମନ୍ଦିର ଚୂଡ଼ାରେ ବାନା ବାନ୍ଧି ନପାରି ନୀଳଚକ୍ରରେ ସବୁ ବାନା ବାନ୍ଧିଥିଲେ ।

 

Tags: nilachakrapurisrimandir
ShareTweetShareSend
Sanchar Live

Sanchar Live

Next Post
ସିଆରପି ଓ ଏମବିକେ ପାଇବେ ବକେୟା ଦରମା

୨୦୨୭ ସୁଦ୍ଧା ୨୫ ଲକ୍ଷ “ଲକ୍ଷପତି ଦିଦି” ସୃଷ୍ଟି : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.