Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

Sanchar Live by Sanchar Live
September 12, 2025
in ଭାରତ
0
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି
0
SHARES
30
VIEWS
FacebookTwitter

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି । ସେ ପୂର୍ବତନ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିଆସିଛନ୍ତି । ଆଉ କିଛି ସମୟ ପରେ ହୋଇପାରେ ଶପଥ ଗ୍ରହଣ ସମାରୋହ । ତେବେ ଶପଥ ପୂର୍ବରୁ ନେପାଳ ସଂସଦ ଭଙ୍ଗ କରାଯାଇଛି । ୬୮ ବର୍ଷୀୟା କାର୍କୀ ୨୦୧୫ ରୁ ୨୦୧୯ ପର୍ଯ୍ୟନ୍ତ ନେପାଳର ପ୍ରଥମ ମହିଳା ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିଥିଲେ ।  ନ୍ୟାୟିକ ସ୍ଵାଧୀନତା ଓ ସତ୍ୟନିଷ୍ଠାର ପ୍ରତୀକ ଭାବେ ଜଣାଶୁଣା ସୁଶୀଳା । ନେପାଳରୁ ଦୁର୍ନୀତିଖୋର, ସତ୍ତାଲୋଭୀ ରାଜନୀତିଜ୍ଞଙ୍କୁ ବାଦ ଦେଇ ନୂଆ ସରକାର ଗଢିବାକୁ ସୁଶୀଳାଙ୍କୁ ଚୟନ କରିଛନ୍ତି ଯୁବପୀଢି ।  ସେପ୍ଟେମ୍ବର ୯ ତାରିଖରେ ସାର୍ବଜନିକ ଭାବେ ପ୍ରତିବାଦକାରୀମାନଙ୍କୁ ସମ୍ବୋଧିତ କରି, ସଂଯମ ପାଇଁ ଆହ୍ୱାନ ଦେଇଥିଲେ ସୁଶୀଳା ।

ସୂଚନାଯୋଗ୍ୟ, ଆନ୍ଦୋଳନକାରଙ୍କ ଉଗ୍ର ବିକ୍ଷୋଭ ପରେ ୮ ତାରିଖରେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେଇଥିଲେ । ଏହାପରେ ସେଠିକାର ସେନା ଅସ୍ଥାୟୀ ରୂପେ ଶାସନ ସମ୍ଭାଳିଥିଲେ । କିନ୍ତୁ କାହାକୁ ଦେଶର ମଙ୍ଗ ଦିଆଯିବ ତା’ ଉପରେ କିଛି ନିଷ୍ପତ୍ତି ହୋଇପାରୁନଥିଲା । ଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦାୟିତ୍ବ କିଏ ନେବ ତାହାକୁ ନେଇ ଜେନ୍ ଜେଡ୍ ନାମରେ ପରିଚିତ ଆନ୍ଦୋଳନକାରୀଙ୍କ ମଧ୍ୟରେ ସହମତି ହୋଇପାରିନଥିଲା ।

ସେମାନଙ୍କ ମତଭେଦ ଭିତରେ ପ୍ରଧାନମନ୍ତ୍ରୀ ପଦ ପାଇଁ ୪ଜଣଙ୍କ ନାମକୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ସେମାନଙ୍କ ମଧ୍ୟରେ ଥିଲେ କାଠମାଣ୍ଡୁ ମେୟର ବାଲେନ୍, ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କି , ଇଞ୍ଜିନିୟର କୁଲମାନ ଘିସିଂ ଏବଂ ହାରକା ସମ୍ପଙ୍ଗ । ହେଲେ ଶେଷରେ ସୁଶୀଳା କାର୍କିଙ୍କ ନାମରେ ବାଜିଲା ମୋହର । ଆନ୍ଦୋଳକାରୀମାନେ ପ୍ରଥମେ ବାଲେନ ଶାହଙ୍କ ନାଁ ପ୍ରସ୍ତାବ ଦେଇଥିଲେ । କିନ୍ତୁ ସେ ରାଜି ନହେବାରୁ ଜଷ୍ଟିସ୍ ସୁଶୀଳା କାର୍କିଙ୍କ ନାଁ ଉଠିଥିଲା ।

Tags: NepalpmSusila karki
ShareTweetShareSend
Sanchar Live

Sanchar Live

Next Post
ଆମ ବସ୍ କର୍ମଚାରୀଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଆମ ବସ୍ କର୍ମଚାରୀଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.