Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆର ପରାଜୟ

Sanchar Live by Sanchar Live
October 20, 2024
in କ୍ରୀଡ଼ା
0
ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆର ପରାଜୟ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆର ପରାଜୟ । 8 ଓ୍ବିକେଟରେ ଜିତି ନେଇଛି ଭ୍ରମଣକାରୀ ଦଳ । ୧୦୭ ରନର ବିଜୟ ଲକ୍ଷ୍ୟ ରହିଥିବାବେଳେ ଅନ୍ତିମ ଦିନରେ ୮ ଓ୍ବିକେଟ ବିନିମୟରେ କ୍ବିଓ୍ବି ଦଳ ବିଜୟ ହାସଲ କରିଛି । ଆଜି ଖେଳ ଆରମ୍ଭ ହେବା ପୂର୍ବରୁ ବର୍ଷା କାରଣରୁ ମ୍ୟାଚ ଆରମ୍ଭ ହେବାରେ ବିଳମ୍ବ ହୋଇଥିଲା । ମାତ୍ର ପରେ ଖେଳ ଆରମ୍ଭ ହୋଇଥିଲା । ଦ୍ବିତୀୟ ପାଳିରେ ଭାରତ ପକ୍ଷରୁ ଜଶପ୍ରିତ ବୁମରା କେବଳ ୨ଟି ଓ୍ବିକେଟ ଅକ୍ତିଆର କରିଥିବାବେଳେ ବାକି ଅନ୍ୟ ବୋଲରମାନେ କୌଣସି ଓ୍ବିକେଟ ଅକ୍ତିଆର କରିପାରିନଥିଲେ । ତେବେ ଏହି ପରାଜୟ ପରେ ଭାରତର ଡବ୍ଲୁଟିସି ଖେଳିବା କଷ୍ଟସାଧ୍ୟ ହୋଇ ପଡ଼ିଛି । ଭାରତ ବିଶ୍ବ ଟେଷ୍ଟ ଚାମ୍ପିୟନସିପ ଖେଳିବାକୁ ହେଲେ ନ୍ୟୁଜିଲାଣ୍ଡ ବିପକ୍ଷ ବାକି ୨ ମ୍ୟାଚ ଏବଂ ଅଷ୍ଟ୍ରେଲିଆ ବିପକ୍ଷ ୫ଟି ଯାକ ମ୍ୟାଚ୍ ଜିତିବାକୁ ପଡ଼ିବ । ଅନ୍ୟପଟେ ଯଦି କହିବା ଏବେ ମଧ୍ୟ ଭାରତ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି ।

Tags: indianewsland
ShareTweetShareSend
Sanchar Live

Sanchar Live

Next Post
୨୩ରେ ବାତ୍ୟା !

୨୩ରେ ବାତ୍ୟା !

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.