Monday, November 2, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ବିଧାନସଭାରେ ପାରିତ ହେଲା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ୨୦୨୫

Sanchar Live by Sanchar Live
April 3, 2025
in ଓଡିଶା
0
0
SHARES
16
VIEWS
Facebook
Twitter

Related posts

ବର୍ଷା ପାଇଁ ଆଜି ଏହିସବୁ ଜିଲ୍ଲାରେ ସ୍କୁଲ ଛୁଟି

ବାତ୍ୟା ପାଇଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି

November 2, 2026
ଆତ୍ମସମର୍ପଣ କଲେ ବିଦ୍ୟା ଭାରତୀ, ଖୁବଶୀଘ୍ର ହୋଇପାରନ୍ତି ଗିରଫ

ଆତ୍ମସମର୍ପଣ କଲେ ବିଦ୍ୟା ଭାରତୀ, ଖୁବଶୀଘ୍ର ହୋଇପାରନ୍ତି ଗିରଫ

November 2, 2026

ସଂଚାର ବ୍ୟୁରୋ: ବିଧାନସଭାରେ ପାରିତ ହୋଇଛି ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ୨୦୨୫। ହି ବିଲର ଉଦ୍ଦେଶ୍ୟ ହେଉଛି ରାଜ୍ୟର ବିଭିନ୍ନ କ୍ଷେତ୍ରରେ ସ୍ଥାୟୀ ବିକାଶ ନିମନ୍ତେ ସବୁଦିନିଆ ସଡ଼କ ନିର୍ମାଣ ଏବଂ ରକ୍ଷଣାବେକ୍ଷଣ।ସରକାର ସମଗ୍ର ରାଜ୍ୟରେ ୭୫ ହଜାର କିଲୋମିଟର ସଡ଼କକୁ ବିଶ୍ୱସ୍ତରୀୟ ରୋଡ଼ ନେଟୱାର୍କ ଭାବେ ବିକଶିତ କରିବା ପାଇଁ ପରିକଳ୍ପନା କରିଛନ୍ତି। ରାଜ୍ୟର ରୋଡ଼ ନେଟୱର୍କର ବିକାଶକୁ ତ୍ବରାନ୍ବିତ କରିବା ପାଇଁ ଜମି ଅଧିଗ୍ରହଣ, ପୁନର୍ବାସ ଓ ଥଇଥାନ, ପରିବେଶ ଓ ଜଙ୍ଗଲ ଜମି ମଞ୍ଜୁରୀ, କେବୁଲ ଓ ପାଇପ୍ ଲାଇନ୍ ସ୍ଥାନାନ୍ତରଣ, ଟ୍ରାଫିକ ନିୟନ୍ତ୍ରଣ, ସଡ଼କ ସୁରକ୍ଷା, ଜବରଦଖଲ ନିୟନ୍ତ୍ରଣ ଏବଂ ରାଜପଥର ସଠିକ୍ ପରିଚାଳନା ଆବଶ୍ୟକ। ରାଜ୍ୟରେ ଦକ୍ଷ ଏବଂ ସୁରକ୍ଷିତ ସଡ଼କ ଭିଭିଭୂମିର ପ୍ରଭାବୀ ପରିଚାଳନା, ଯୋଜନା, ବିକାଶ ଓ ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ନାମରେ ଏକ ସ୍ବୟଂଶାସିତ ସଂସ୍ଥା ଗଠନ କରିବାକୁ ସମୀଚିତ ବୋଲି ବିବେଚନା କରାଯାଉଛି।

Tags: ng billodisha assembly

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବାତ୍ୟା ପାଇଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି
  • ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ
  • ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.