Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନିଟ୍‌ ପରୀକ୍ଷା ପାଇଁ ବ୍ୟାପକ ସୁରକ୍ଷା

Sanchar Live by Sanchar Live
May 4, 2025
in ଓଡିଶା
0
ନିଟ୍‌ ପରୀକ୍ଷା ପାଇଁ ବ୍ୟାପକ ସୁରକ୍ଷା
0
SHARES
5
VIEWS
FacebookTwitter

ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାସନାଲ୍ ଟେଷ୍ଟିଙ୍ଗ ଏଜେନ୍ସି ବା ଏନଟିଏ ଦ୍ବାରା ପରିଚାଳିତ ନିଟ୍ ୟୁଜି ୨୦୨୫ ପରୀକ୍ଷା ଆଜି ଅନୁଷ୍ଠିତ ହେଉଛି । ଅପରାହ୍ଣ ୨ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ୩ ଘଣ୍ଟା ଧରି ପରୀକ୍ଷା ହେବ । ବିଦେଶର ୧୩ଟି ସହର ସମେତ ମୋଟ ୫୫୨ଟି ସହରରେ ୫୪୫୩ଟି ପରୀକ୍ଷା କେନ୍ଦ୍ର ହୋଇଛି । ଦେଶରେ ୨୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବାକୁ ଥିବାବେଳେ ଓଡ଼ିଶାରୁ ପ୍ରାୟ ୧ ଲକ୍ଷ ଛାତ୍ରଛାତ୍ରୀ ରହିଛନ୍ତି । ଓଡ଼ିଶାର ୨୭ଟି ସହରରେ ପରୀକ୍ଷା କେନ୍ଦ୍ର କରାଯାଇଛି। ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବସ୍ଥା ହୋଇଛି । ୧୬୫ ଟେଲିଗ୍ରାମ ଚ୍ୟାନେଲ ଓ ୩୨ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ କଲା ଇଣ୍ଡିଆନ ସାଇବର କ୍ରାଇମ କୋର୍ଡିନେସନ ସେଣ୍ଟର ।

ଶନିବାର ଭୁବନେଶ୍ୱରରୁ  ବିଭିନ୍ନ ମେଡିକାଲ କଲେଜରେ ନିଟ୍  ସିଟ୍ ଦେବା ପାଇଁ ଟଙ୍କା ନେଇ ଗିରଫ ହେବା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପରୀକ୍ଷାର୍ଥୀ କୌଣସି ମଧ୍ୟସ୍ଥି କିମ୍ବା ପରୀକ୍ଷାରେ ପାସ୍ କରିଦେବାକୁ କହି ଠକାମୀରେ ପରୀକ୍ଷାର୍ଥୀ ନପଡ଼ିବ ପାଇଁ ପରାମର୍ଶ ଦେଇଛି  ଏନଟିଏ ।

 

Tags: educationneet examodisha
ShareTweetShareSend
Sanchar Live

Sanchar Live

Next Post
ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.