Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିଜୁ ବାବୁଙ୍କ ଉପରେ ମନ୍ତବ୍ୟ ନେଇ କ୍ଷମା ମାଗିଲେ ସାଂସଦ ନିଶିକାନ୍ତ

Sanchar Live by Sanchar Live
April 1, 2026
in ରାଜନୀତି
0
ବିଜୁ ବାବୁଙ୍କ ଉପରେ ମନ୍ତବ୍ୟ ନେଇ କ୍ଷମା ମାଗିଲେ ସାଂସଦ ନିଶିକାନ୍ତ
0
SHARES
97
VIEWS
FacebookTwitter

କ୍ଷମା ମାଗିଲେ ନିଶିକାନ୍ତ ଦୁବେ । ବିଜୁ ବାବୁଙ୍କ ଉପରେ ମନ୍ତବ୍ୟ ନେଇ କ୍ଷମା ମାଗିଲେ ସାଂସଦ ନିଶିକାନ୍ତ ଦୁବେ । ବିଜୁ ବାବୁ ଆମ ପାଇଁ ସବୁ ବେଳେ ଶୀର୍ଷ ରାଷ୍ଟ୍ରନାୟକ ରହିଛନ୍ତି ଓ ରହିବେ । ତାଙ୍କ ମନ୍ତବ୍ୟ ଯଦି କାହାର ଭାବନାକୁ ଆଘାତ ଦେଇଥିବ ତେବେ ସେ ନିସର୍ତ୍ତ କ୍ଷମା ଚାହୁଁଛନ୍ତି ବୋଲି ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ।  ସେ ଲେଖିଛନ୍ତି ଗତ ସପ୍ତାହରେ ମିଡିଆରେ ନେହରୁ-ଗାନ୍ଧୀ ପରିବାର ବିଷୟରେ କହିବାକୁ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତର ଅଗ୍ରଣୀ ନେତା ଆଦରଣୀୟ ବିଜୁ ପଟ୍ଟନାୟକଙ୍କ ସମ୍ପର୍କରେ କହିଥିଲେ । ତାଙ୍କ କଥାରୁ ଭୁଲ ଅର୍ଥ ବାହାର କରାଯାଇଥିଲା ।  ସେହି ମନ୍ତବ୍ୟ ବକ୍ତବ୍ୟ ଥିଲା ନେହରୁଙ୍କ ଉପରେ ମନ୍ତବ୍ୟକୁ ବିଜୁ ବାବୁଙ୍କ ଉପରେ ମନ୍ତବ୍ୟ ବୋଲି ବୁଝାଗଲା ବୋଲି ନିଶିକାନ୍ତ ଦୁବେ ଲେଖିଛନ୍ତି ।

କିଛି ଦିନ ତଳେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟନାକୁ ନେଇ ବର୍ଷିଥିଲେ ନବୀନ । ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ ବୋଲି କହିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ମାନସିକ ଭାବେ ଅସୁସ୍ଥ ଅଛନ୍ତି ବୋଲି କହିଥିଲେ । ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ମୋତେ ଆଶ୍ଚର୍ଯ୍ୟ ଚକିତ କରିଛି । ଓଡ଼ିଶାର ବର୍ଗ ଓ ଗୌରବ ବିଜୁ ପଟ୍ଟନାୟକଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିଲେ ନିଶିକାନ୍ତ ଦୁବେ।

Tags: bijupattnaikNisikanta dubeyodisha
ShareTweetShareSend
Sanchar Live

Sanchar Live

Next Post
ଆଜି ପନ୍ତ- ପଟେଲ ଲଢେଇ

ଆଜି ପନ୍ତ- ପଟେଲ ଲଢେଇ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.