Wednesday, November 4, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଭୂସ୍ଖଳନରେ ଆଉ ଯିବନି ଜୀବନ: ହେବନି ଧନଜୀବନ ହାନି

Sanchar Live by Sanchar Live
November 4, 2026
in ଓଡିଶା
0
0
SHARES
14
VIEWS
Facebook
Twitter

ଭୂସ୍ଖଳନରେ ଆଉ ଯିବନି ଜୀବନ । ହେବନି ଧନଜୀବନ ହାନି । ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର । ଆରମ୍ଭ ହୋଇଛି ସର୍ଭେ । ଏନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।

ବାତ୍ୟା ‘ଅର୍ଣ୍ଣବ’ ସମୟରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ ଗିଡ଼ିପାବାଲିରେ ହୋଇଥିବା ଭୂସ୍ଖଳନ ସମସ୍ତଙ୍କ ଛାତି ଥରାଇ ଦେଇଛି । ବାତ୍ୟାର ସପ୍ତାହକ ପରେ ବି ଉଦ୍ଧାର କାର୍ଯ୍ୟ ସରି ନଥିବା ବେଳେ ଭୂସ୍ଖଳନକୁ ମୃତାହତ ରୋକିବାକୁ ସରକାର ବଡ଼ ପ୍ଲାନ କରୁଛନ୍ତି ।

Related posts

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

November 4, 2026
ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

November 4, 2026

ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, “ପାହାଡ଼ ଉପରେ ଏବଂ ତଳେ ଥିବା ଲୋକଙ୍କୁ ସ୍ଥାନାନ୍ତରିତ କରାଯିବ । ଭୂସ୍ଖଳନ ସମ୍ଭାବନା ଥିବା ଅଞ୍ଚଳରେ ରହୁଥିବା ଲୋକଙ୍କୁ ଚିହ୍ନଟ ପାଇଁ ସର୍ଭେ ଆରମ୍ଭ ହୋଇଛି ।”

Tags: landslideodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଶୀତ ଦିନେ ଏମିତି କରନ୍ତୁ: ପାଖ ମାଡ଼ିବନି ରୋଗ
  • ଭୂସ୍ଖଳନରେ ଆଉ ଯିବନି ଜୀବନ: ହେବନି ଧନଜୀବନ ହାନି
  • କନିକା କପୁରଙ୍କ ବୈବାହିକ ଜୀବନରେ ଝଡ଼

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.