Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଏଥର ଗଣେଶ ପୂଜାରେ ଭୁବନେଶ୍ୱରରେ ଡିଜେ ବନ୍ଦ

Sanchar Live by Sanchar Live
August 18, 2024
in ଓଡିଶା
0
ଏଥର ଗଣେଶ ପୂଜାରେ ଭୁବନେଶ୍ୱରରେ ଡିଜେ ବନ୍ଦ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଏଥର ଗଣେଶ ପୂଜାରେ ଭୁବନେଶ୍ୱରରେ ଡିଜେ ବନ୍ଦ। ବାଜିବ ପାରମ୍ପରିକ ବାଦ୍ୟ। ଉଭୟ ମେଲୋଡି, ଭସାଣିରେ ବନ୍ଦ କରାଗଲା ଡିଜେ । ସେପ୍ଟେମ୍ୱର ୭ ତାରିଖରେ ଏଥର ଗଣେଶ ପୂଜା ପଡୁଛି । ସେହିପରି ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ କାର୍ୟ୍ୟାନୁଷ୍ଠାନ ହେବ । ଏ ନେଇ ଆଜି ଏକ କୋ-ଅର୍ଡିନେସନ ମିଟିଂ କମିଶନରେଟ ପୋଲିସ ଓ ରାଜଧାନୀର ବିଭିନ୍ନ କମିଟି ମଧ୍ୟରେ ଅନୁଷ୍ଠିତ ହୋଇଛି । ପୂଜାକୁ କିଭଳି ନିଶାମୁକ୍ତ କରାଯିବ ସେ ନେଇ ଗୁରୁତ୍ୱାରୋପ କରିଛନ୍ତି ଡିସିପି ।

ସେହିଭଳି ଭସାଣ ଶୋଭାଯାତ୍ରା ପୂର୍ବରୁ ପୋଲିସ ଅନୁମତି ଜରୁରୀ । ଗଣେଶ ପୂଜା ପାଇଁ ଜୋର ଜବରଦସ୍ତ ଚାନ୍ଦା ଆଦାୟକୁ ବାରଣ କରାଯାଇଛି । ସେଭଳି ଘଟଣା ନଜରକୁ ଆସିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଟ୍ରାଫିକ ମ୍ୟାନେଜମେଣ୍ଟ ବା ଅଧିକ ଭିଡ଼ ନିୟନ୍ତ୍ରଣ ପାଇଁ ଅଧିକ ଫୋର୍ସ ମୁତୟନ ରହିବେ। ସିସିଟିଭି ସାରା ସହରରେ ରହିବ । ପବ୍ଲିକ ଭଲ୍ୟୁଣ୍ଟର ମଧ୍ୟ ନିୟୋଜିତ କରିବେ ପୂଜା କମିଟି। ୭ ରେ ପୂଜା ପରେ ୮, ୧୧ଓ ୧୨ ତାରିଖରେ ଭସାଣି ପାଇଁ ସ୍ଥିର କରାଯାଇଛି । ପୋଲିସର ସମସ୍ତ ନିଷ୍ପତ୍ତିରେ ସହମତି ପ୍ରକାଶ କରିଛନ୍ତି ରାଜଧାନୀର ସମସ୍ତ ପୂଜା କମିଟି।

 

Tags: bhubaneswardjganesh puja
ShareTweetShareSend
Sanchar Live

Sanchar Live

Next Post
ଆଉ ରହିବନି ଆଳୁ ଚିନ୍ତା, ଟ୍ରେନରେ ୟୁପିରୁ ଆସିବ..

ଆଉ ରହିବନି ଆଳୁ ଚିନ୍ତା, ଟ୍ରେନରେ ୟୁପିରୁ ଆସିବ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.