ସଂଚାର ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କଲା ପ୍ରଶାସନ।ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ଜିଲ୍ଲାପାଳ ଙ୍କ ବିନା ସୂଚନା ରେ ସଦର ମହକୁମା ନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସୂଚନା।
© 2024 Sanchar News