Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମର ରିଲିଜ୍‌ ଉପରେ ରୋକ୍

Sanchar Live by Sanchar Live
July 17, 2026
in ମନୋରଞ୍ଜନ
0
‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମର ରିଲିଜ୍‌ ଉପରେ ରୋକ୍
0
SHARES
15
VIEWS
FacebookTwitter

ମହାପ୍ରଭୁ ଜଗନ୍ନାଥ’ ଫିଲ୍ମର ରିଲିଜ୍‌ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ । ‘ମହାପ୍ରଭୁ ଜଗନ୍ନାଥ’ଙ୍କୁ ନେଇ ତିଆରି ହୋଇଥିବା ଆନିମେସନ୍ ଚଳଚ୍ଚିତ୍ରର ମୁକ୍ତିଲାଭ ତାରିଖ ଘୁଞ୍ଚାଇବାକୁ ସୁପ୍ରିମକୋର୍ଟ ଫିଲ୍ମ ନିର୍ମାତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ରାୟରେ ସର୍ବୋଚ୍ଚ ଅଦାଲତ କହିଛନ୍ତି, “ଏବେ ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପୁରୀରେ ଚାଲିଛି । ରଥଯାତ୍ରା ସରିବା ପରେ ଜୁଲାଇ ୨୭ ତାରିଖ ପରେ ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମକୁ ରିଲିଜ୍ କରାଯାଇ ପାରିବ ।”

ଏହା ପୂର୍ବରୁ ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ମୁକ୍ତିଲାଭ ଉପରେ ଓଡ଼ିଶା ହାଇକୋର୍ଟ ଜୁଲାଇ ୧୫ରେ ରୋକ୍ ଲଗାଇଥିଲେ । ଦେଶବ୍ୟାପୀ ଫିଲ୍ମର ରିଲିଜ୍ ଉପରେ ହାଇକୋର୍ଟଙ୍କ କଟକଣାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ଫିଲ୍ମ ନିର୍ମାତା ।

ଇଲେ ଆନିମେସନ୍ ପ୍ରାଇଭେଟ୍ ଲିମିଟେଡ୍‌ ପକ୍ଷରୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରାଯାଇଥିଲା । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ବିଭି ନାଗରତ୍ନା ଓ ଜଷ୍ଟିସ୍ ଆର୍ ମହାଦେବନଙ୍କ ଖଣ୍ଡପୀଠ ଆବେଦନର ଶୁଣାଣି କରି ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ ଦେବାକୁ ମନା କରି ଦେଇଛନ୍ତି । କୋର୍ଟ କହିଛନ୍ତି, “ଗତକାଲି ଠାରୁ ରଥଯାତ୍ରା ଆରମ୍ଭ ହୋଇଛି । ଜୁଲାଇ ୨୭ ପର୍ଯ୍ୟନ୍ତ ଜାରି ରହିବ । ରଥଯାତ୍ରା ସରିବା ପରେ ଆପଣ ଏହି ଫିଲ୍ମକୁ ରିଲିଜ୍ କରିପାରିବେ ।”

ଇଲେ ଆନିମେସନ୍ ପ୍ରାଇଭେଟ୍ ଲିମିଟେଡ୍‌ ପକ୍ଷରୁ ବରିଷ୍ଠ ଓକିଲ ଦେବଦତ୍ତ କମଟ ମାମଲା ଲଢ଼ିଥିବା ବେଳେ ଫିଲ୍ମ ଆଜି ରିଲିଜ୍ ପାଇଁ ଅନୁମତି ଲୋଡ଼ିଥିଲେ । ତେବେ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଫିଲ୍ମକୁ ରଥଯାତ୍ରା ପରେ ରିଲିଜ୍ କରିବାକୁ କହିଛନ୍ତି ।

ଓଡ଼ିଶା ପକ୍ଷରୁ ଭାରତ ସରକାରଙ୍କ ସଲିସିଟର ତୁଷାର ମେହଟ୍ଟା ପକ୍ଷ ରଖିଥିଲେ । ଇଲେ ଆନିମେସନ୍ ପ୍ରାଇଭେଟ୍ ଲିମିଟେଡ୍‌ ପକ୍ଷରୁ କରାଯାଇଥିବା ଆବେଦନକୁ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରିବା ସହ ଜୁଲାଇ ୨୭ ପରେ ଫିଲ୍ମ ରିଲିଜ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ହାଇକୋର୍ଟରେ କ’ଣ ହୋଇଥିଲା ?

‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ରିଲିଜ୍ ଉପରେ ରୋକ୍ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ଵାର୍ଥ ମାମଲା ଦାଏର କରାଯାଇଥିଲା । ଯେଉଁ ମାମଲାର ବିଚାର କରି ହାଇକୋର୍ଟ ଜୁଲାଇ ୧୫ ତାରିଖରେ ଫିଲ୍ମ ମୁକ୍ତିଲାଭ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଥିଲେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରୀଶ ଟଣ୍ଡନ ଓ ଜଷ୍ଟିସ୍ ମୂରହରି ଶ୍ରୀ ରମଣ ରଥଯାତ୍ରା ସମୟରେ ଫିଲ୍ମ ରିଲିଜ୍‌ ଉପରେ କଟକଣା ଲଗାଇଥିଲେ ।

Tags: filmMahaprabhu Jagannath
ShareTweetShareSend
Sanchar Live

Sanchar Live

Next Post
କ୍ୟାଟ୍ରିନା କୈଫ୍ ଙ୍କ ଜନ୍ମଦିନର ଝଲକ ପୋଷ୍ଟ କଲେ ଭିକି

କ୍ୟାଟ୍ରିନା କୈଫ୍ ଙ୍କ ଜନ୍ମଦିନର ଝଲକ ପୋଷ୍ଟ କଲେ ଭିକି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.