Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆସନ୍ତାକାଲି ବିଜେପି ରାଜ୍ୟ ସଭାପତି ନିର୍ବାଚନ: ଆଜି ନାମାଙ୍କନ ଭରିଲେ ଆଶାୟୀ

Sanchar Live by Sanchar Live
July 7, 2025
in ରାଜନୀତି
0
ଆସନ୍ତାକାଲି ବିଜେପି ରାଜ୍ୟ ସଭାପତି ନିର୍ବାଚନ: ଆଜି ନାମାଙ୍କନ ଭରିଲେ ଆଶାୟୀ
0
SHARES
81
VIEWS
FacebookTwitter

ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଆଶାୟୀ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଦଳର ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ତତ୍ତ୍ଵାବଧାନରେ ହେବ ଏହି ନିର୍ବାଚନ ପ୍ରକ୍ରିୟା । ଆଜି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଜାରି ରହିବ । ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ଅପରାହ୍ନ ୪.୩୦ ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ । ଏକାଧିକ ଆଶାୟୀ ନାମାଙ୍କନ ଭରିଲେ ହୋଇପାରେ ନିର୍ବାଚନ । ନଚେତ୍ ସହମତିରେ ହୋଇପାରେ ଚୟନ । ଆଜି ହିଁ ସ୍ପଷ୍ଟ ହେବ କିଏ ମାରିବ ବାଜି

ଆବଶ୍ୟକ ହେଲେ ୮ ତାରିଖ ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ସହ ନୂଆ ସଭାପତିଙ୍କ ନାମ ଘୋଷଣା କରାଯିବ । ଅନ୍ୟପଟେ ବିଜେପି ୩୭ ସାଙ୍ଗଠନିକ ଜିଲ୍ଲାରୁ ୨୭୩ ଜଣ ସଭାପତି ନିର୍ବାଚନ ପ୍ରକ୍ରିୟାରେ ଭାଗ ନେବେ। ପ୍ରତି ସାଙ୍ଗଠନିକ ଜିଲ୍ଲାର ସଭାପତି ଓ ରାଜ୍ୟ ପରିଷଦର ସଦସ୍ୟ ଭୋଟ ଦେବେ ସଭାପତି ବାଛିବେ। ଜଣେ ରାଜ୍ୟସଭା ସାଂସଦ, ଦୁଇ ଲୋକସଭା ସାଂସଦ ଏବଂ ରାଜ୍ୟ ବିଜେପି ୫ ବିଧାୟକ ଏହି ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେବେ ।

Tags: bjpbjp presidentodishapolitics
ShareTweetShareSend
Sanchar Live

Sanchar Live

Next Post
ଅଧିକ ମିଠା ଖାଉଛନ୍ତି କି?

ଅଧିକ ମିଠା ଖାଉଛନ୍ତି କି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.