Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଲଟିଲା ଆମ୍ବୁଲାନ୍ସ, ରୋଗୀଙ୍କୁ ନେଇ ଯିବାବେଳେ ଦୁର୍ଘଟଣା

Sanchar Live by Sanchar Live
March 27, 2025
in ଓଡିଶା
0
ଓଲଟିଲା ଆମ୍ବୁଲାନ୍ସ, ରୋଗୀଙ୍କୁ ନେଇ ଯିବାବେଳେ ଦୁର୍ଘଟଣା
0
SHARES
29
VIEWS
FacebookTwitter

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଖୁଦପେଜ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଲା ଆମ୍ବୁଲାନ୍ସ ଗାଡ଼ି  l  ଆଜି ସକାଳେ ଖଡ଼ିଆଳ ବ୍ଲକ କେନ୍ଦୁପାଟି ପଂଚାୟତ ପଖାନପଡ଼ା ଗାଁର ଧନମତି ପୋଡ ନାମ୍ନୀ ଜଣେ ଗର୍ଭବତୀ ମହିଳାଙ୍କୁ ପ୍ରସବ ପାଇଁ ତାଙ୍କ ପରିବାର ଲୋକେ ଆମ୍ବୁଲାନ୍ସ ଗାଡ଼ି ଯୋଗେ ଖଡ଼ିଆଳ ଉପଖଣ୍ଡ ଡ଼ାକ୍ତରଖାନାକୁ ନେଇ ଆସୁଥିଲେ  l ହେଲେ ଖଡ଼ିଆଳ ନିକଟସ୍ଥ ଖୁଦପେଜ ଗାଁ ନିକଟରେ ଆମ୍ବୁଲାନ୍ସ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିଲା  l

ଯାଫଳରେ ଆମ୍ବୁଲାନ୍ସ ଗାଡ଼ିରେଥିବା ଗର୍ଭବତୀ ମହିଳା ଧନମତିଙ୍କ ସମେତ ରୋଗୀଙ୍କ ସମ୍ପର୍କୀୟ ପୁରନ୍ଦର ପୋଡ଼ ଗୁରୁତର ଆହତ ହୋଇଛନ୍ତି  l ପରେ ବୋଡ଼େନ ପୋଲିସ ଘଟଣାସ୍ଥଳରେ ପହଂଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଅନ୍ୟଏକ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଖଡ଼ିଆଳ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି କରାଇଛି  l ହେଲେ ଗର୍ଭବତୀ ମହିଳା ଧନମତିଙ୍କ ସମେତ ତାଙ୍କ ସମ୍ପର୍କୀୟ ପୁରନ୍ଦର ପୋଡ଼ ଓ ଧନେଶ୍ଵର ନାଗଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି  l ଅପରପକ୍ଷେ, ଆମ୍ବୁଲାନ୍ସ ଗାଡ଼ି ଡ଼୍ରାଇଭର ମଦ ପିଇ ଥିବା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ଆହତଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି  l

Tags: accidentnuapada
ShareTweetShareSend
Sanchar Live

Sanchar Live

Next Post
ରାନ୍ୟା ରାଓଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ

ରାନ୍ୟା ରାଓଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.