Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛନ୍ତି ନର୍ସିଂ ଅଫିସର : ମୁକେଶ ମହାଲିଙ୍ଗ

Sanchar Live by Sanchar Live
September 28, 2024
in ଓଡିଶା
0
ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛନ୍ତି ନର୍ସିଂ ଅଫିସର : ମୁକେଶ ମହାଲିଙ୍ଗ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ନର୍ସିଂ ସଂଘ ରାଜି ହୋଇଥିବା ନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ସନ୍ଧ୍ୟାରେ ଆଲୋଚନା ପରେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି ।

ମନ୍ତ୍ରୀ କହିଛନ୍ତି ଯେ, ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ନର୍ସିଂ ସଂଘ ସହ ଆଲୋଚନା ହୋଇଛି । ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ଅପିଲ କରିଛି, ସେମାନେ ରାଜି ହୋଇଛନ୍ତି । ଆଜିଠୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ସେମାନେ ରାଜି ହୋଇଛନ୍ତି । ଏନେଇ ଆମେ ଏକ କମିଟି ଗଠନ କରିବୁ । ଏହି କମିଟିରେ ନର୍ସିଂ ସଂଘର ଦାବି ସଂପର୍କରେ ଆଲୋଚନା କରିବୁ ବୋଲି କହିଛନ୍ତି ।

ସେପଟେଆନ୍ଦୋଳନ ନେଇ ନର୍ସିଂ ସଂଘ ସଭାପତି କହିଛନ୍ତି, ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା ସଫଳ ହୋଇଛି ବୋଲି ସଭାପତି କହିଛନ୍ତି । ଦାବି ପୂରଣ ପାଇଁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି । ତେବେ ଆନ୍ଦୋଳନ ଜାରି ରହିବ କି ନାହିଁ ଏନେଇ ଆମେ ସଂଘର ଅନ୍ୟ ସଦସ୍ୟଙ୍କ ସହ ଆଲୋଚନା କରିବୁ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ୧୦ଟି ଦାବି ନେଇ ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିଲେ । ଫଳରେ ଏହାର ଗୁରୁତର ପ୍ରଭାବ ରାଜ୍ୟ ସ୍ବାସ୍ଥ୍ୟ କ୍ଷେତ୍ରରେ ପଡିଥିଲା ।

Tags: Mukesh mahalinganurshing officer
ShareTweetShareSend
Sanchar Live

Sanchar Live

Next Post
ଓଜନ ହ୍ରାସ କରିବାକୁ ଚାହୁଁଛନ୍ତି କି ?

ଓଜନ ହ୍ରାସ କରିବାକୁ ଚାହୁଁଛନ୍ତି କି ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.