Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ, ବିଜେଡିର ଖାସ୍ ଥିବା ଅଫିସରଙ୍କୁ ମିଳିଲା ଏହି ଦାୟିତ୍ବ

Sanchar Live by Sanchar Live
August 5, 2024
in ଓଡିଶା
0
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ, ବିଜେଡିର ଖାସ୍ ଥିବା ଅଫିସରଙ୍କୁ ମିଳିଲା ଏହି ଦାୟିତ୍ବ
0
SHARES
241
VIEWS
FacebookTwitter

ସଂଚାର ବ୍ୟୁରୋ: ନବୀନ ସରକାରରେ ଥିଲେ ଖାସ୍ ଅଫିସର । ବିଜେଡିର ବୋଲକରା ଭାବେ ଅନେକ ଅଫିସର ଜଣାଶୁଣା ଥିଲେ । ଏବେ କିନ୍ତୁ ମୋହନ ସରକାର ୨୬ ଓଏଏସଙ୍କ ଅଦଳ ବଦଳ କରିଛନ୍ତି । ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ମୋଟ ୨୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି । କୃଷି ଓ କୃଷକ କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ଗଙ୍ଗାଧର ନାୟକଙ୍କ ଗତ ଫେବୃୟାରୀ ୧୩ତାରିଖରେ ଓଡ଼ିଶା ମାନବାଧିକାର କମିଶନଙ୍କ ସଚିବ ଭାବେ ବଦଳିକୁ ଆଜି ବାତିଲ କରାଯାଇଛି । ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଅବସ୍ଥାପିତ ଥିବା ବରିଷ୍ଠ ଓଏଏସ୍ ଲାଲା ମନୋଜ କୁମାର ରାୟ, ଶୁଭ୍ରାଂଶୁ ମିଶ୍ର, ମନୋଜ କୁମାର ସ୍ୱାଇଁ ଓ ରବୀନ୍ଦ୍ର କୁମାର ସେଠୀଙ୍କ ସମେତ ପୂର୍ବ ସରକାରର ବିଭିନ୍ନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ମଧ୍ୟ ସୋମବାର ନୂଆ ନିଯୁକ୍ତି ମିଳିଛି । ରାଜ୍ୟରେ ମୋହନ ସରକାର କ୍ଷମତାସୀନ ହେବାପରେ ବିଜେଡିର ଏହି ଖାସ୍ ଅଫିସରମାନଙ୍କୁ ରାଜ୍ୟ ସଂସଦୀୟ ବ୍ୟାପାର ଓ ସାଧାରଣ ପ୍ରଶାସନ ବିଭାଗକୁ ବଦଳି କରିଦିଆଯାଇଥିଲା ।

କିଏ କେଉଁ ବିଭାଗରେ ଥିଲେ, ଆଉ ଦାୟିତ୍ବ ମିଳିଲା

  • ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ଥିଲେ, ଏବେ ମିଳିଲା ନୂଆ ଦାୟିତ୍ୱ

୧-ଲାଲା ମନୋଜ କୁମାର ରାୟ, ଡେପୁଟି ଡିଜି, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ

୨- ଶୁଭ୍ରାଂଶୁ ମିଶ୍ର, ଅତିରିକ୍ତ ସଚିବ, କୃଷି ଓ କୃଷକ କଲ୍ୟାଣ

୩- ରବୀନ୍ଦ୍ର କୁମାର ସେଠୀ, ଜେନେରାଲ ମ୍ୟାନେଜର, ଓଡ଼ିଶା ବନ ଉନ୍ନୟନ ନିଗମ

୪-ମନୋଜ କୁମାର ସ୍ୱାଇଁ, ଯୁଗ୍ମ କମିଶନର, ବିଡିଏ

  • ବିଭିନ୍ନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିଲେ, ଏବେ ମିଳିଲା ନୂଆ ଦାୟିତ୍ୱ

୧- ପ୍ରତାପ ଚନ୍ଦ୍ର ହୋତା, ସ୍ୱତନ୍ତ୍ର ସଚିବ, ସଂସଦୀୟ ବ୍ୟାପାର

୨- ପ୍ରଶାନ୍ତ କିଶୋର ମହାପାତ୍ର, ଅତିରିକ୍ତ ସଚିବ, ଉଚ୍ଚଶିକ୍ଷା ବିଭାଗ

୩- ଏସକେ ଜମିରୁଦ୍ଦିନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ

୪- ମାନସ ରଞ୍ଜନ ପାଢ଼ୀ, ଅତିରିକ୍ତ ସଚିବ, ସାଧାରଣ ପ୍ରଶାସନ ବିଭାଗ

୫- ସୁରଞ୍ଜନ ପ୍ରଧାନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ

୬- ସରୋଜ କୁମାର ରାଉତ, ଅତିରିକ୍ତ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗ

୭- ଅରୂପ କୁମାର ସାହୁ, ଅତିରିକ୍ତ ସଚିବ, ପଂଚାୟତିରାଜ ଓ ପାନୀୟ ଜଳ

୮- ପୂର୍ଣ୍ଣଚନ୍ଦ୍ର ଦଳେଇ, ଅତିରିକ୍ତ ସଚିବ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ

୯- ବିଜୟ କୁମାର ସ୍ୱାଇଁ, ଅତିରିକ୍ତ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ

୧୦-ସୁକାନ୍ତ କୁମାର ପ୍ରଧାନ, ଅତିରିକ୍ତ ସଚିବ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

୧୧-କୈଳାସ ଚନ୍ଦ୍ର ଦାସ, ଯୁଗ୍ମ କମିଶନର, ଭୁବନେଶ୍ୱର ମହାନଗର ନିଗମ

୧୨-ରଶ୍ମୀରଞ୍ଜନ ସାହୁ ମୁଖ୍ୟ, ଜେନେରାଲ ମ୍ୟାନେଜର, ଓସଡମା

୧୩- ଅଞ୍ଜନ କୁମାର ଦାସ, ଯୁଗ୍ମ ସଚିବ, ସାଧାରଣ ପ୍ରଶାସନ ବିଭାଗ

୧୪-ଅରୁଣ କୁମାର ମଲ୍ଲିକ, ଯୁଗ୍ମ ସଚିବ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ

୧୫- ଦୀନକୃଷ୍ଣ କର, ଯୁଗ୍ମ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ

  • ଅନ୍ୟ ବରିଷ୍ଠ ଓଏଏସ୍‌ଙ୍କୁ ନୂଆ ଦାୟିତ୍ୱ

୧- ପ୍ରତାପ କୁମାର ମିଶ୍ର, ସ୍ୱତନ୍ତ୍ର ସଚିବ, ସାଧାରଣ ଉଦ୍ୟୋଗ ବିଭାଗ

୨- ସୁକାନ୍ତ କୁମାର ବେହେରା, ସଚିବ, ଓଡ଼ିଶା ମାନବାଧିକାର କମିଶନ

୩- କୃତିବାସ ରାଉତ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ

୪-ବିବେକାନନ୍ଦ ସାହୁ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ

୫- ବିଥିକା ସ୍ୱାଇଁ, ଅତିରିକ୍ତ କମିଶନର, ଚକବନ୍ଦୀ ଓ ବନ୍ଦୋବସ୍ତ,ବାଲେଶ୍ୱର

୬- ସବ୍ୟସାଚୀ ହୋତା, ଜେନେରାଲ ମ୍ୟାନେଜର, ଓକାକ୍‌, ଭୁବନେଶ୍ୱର

୭- ଚିନ୍ମୟ କୁମାର ଆଚାର୍ଯ୍ୟ, ଯୁଗ୍ମ ସଚିବ, ସଂସଦୀୟ ବ୍ୟାପାର

 

 

 

 

Tags: bjplokaseba bhawanoas changeodisha
ShareTweetShareSend
Sanchar Live

Sanchar Live

Next Post
ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରତିବାଦ, ବିଡିଓ କାଦୁଅ ରାସ୍ତାରେ ଚଲାଇ ଅଭିଯୋଗ ଶୁଣାଇଲେ

ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରତିବାଦ, ବିଡିଓ କାଦୁଅ ରାସ୍ତାରେ ଚଲାଇ ଅଭିଯୋଗ ଶୁଣାଇଲେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.