Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଆମେରିକା ସକ୍ରିୟ ରାଜନୀତିରେ ଓଡ଼ିଆ ପୁଅ,  କମଳା ହାରିସଙ୍କ ପ୍ରଚାର ମଙ୍ଗ ଧରିଛନ୍ତି ସମୟ ସାହୁ

Sanchar Live by Sanchar Live
September 13, 2024
in ବିଦେଶ
0
ଆମେରିକା ସକ୍ରିୟ ରାଜନୀତିରେ ଓଡ଼ିଆ ପୁଅ,  କମଳା ହାରିସଙ୍କ ପ୍ରଚାର ମଙ୍ଗ ଧରିଛନ୍ତି ସମୟ ସାହୁ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଆମେରିକା ସକ୍ରିୟ ରାଜନୀତିରେ ଓଡ଼ିଆ ପୁଅ । ରାଷ୍ଟ୍ରପତି ପ୍ରାର୍ଥୀ କମଳା ହାରିସଙ୍କ ପ୍ରଚାର ମଙ୍ଗ ଧରିଛନ୍ତି ମୟୂରଭଞ୍ଜର ସମୟ ସାହୁ । ମାତ୍ର ୨୧ବର୍ଷ ବୟସରେ ଆମେରିକା ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ସମ୍ଭାଳି ଚର୍ଚ୍ଚାକୁ ଆସିଛନ୍ତି ସମୟ । ବର୍ତ୍ତମାନ ଡେମୋକ୍ରାଟିକ୍ ଦଳ ରାଷ୍ଟ୍ରପତି ପ୍ରାର୍ଥୀ କମଳା ହାରିସଙ୍କ ପାଇଁ ପ୍ରଚାର କରୁଛନ୍ତି। ସମୟ ମୟୂରଭଞ୍ଜ ଜିଲ୍ଲାର ମୂଳବାସିନ୍ଦା। ତାଙ୍କ ବାପା ମାନସ ସାହୁ ରାୟଗଡ଼ା ଜିଲ୍ଲାରେ ଚାକିରି କରିଥିଲେ । ପରେ  ଆମେରିକାରେ ଚାକିରି ପାଇବାରୁ ସପରିବାର ଭାରତ ଛାଡ଼ିଥିଲେ । ବର୍ତ୍ତମାନ ପରିବାର ସହସେ ଆମେରିକାର ନାସୁଆ ସହରରେ ରହୁଛନ୍ତି ।  ୨୦୦୮ ମସିହାରେ ଡେମୋକ୍ରାଟିକ୍ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ବାରାକ୍ ଓବାମାଙ୍କ ଭାଷଣରେ ପ୍ରଭାବିତ ହୋଇଥିଲେ ସମୟ ।ସମୟଙ୍କ ନେତୃତ୍ବ ଦକ୍ଷତା ଏବଂ ଭାଷଣ ଶୈଳୀ ଦେଖି ଡେମୋକ୍ରାଟିକ୍ ପାର୍ଟି ମଧ୍ୟ ତାଙ୍କୁ ସୁଯୋଗ ଦେଇଥିଲା । ୨୦୧୨ ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ଏବଂ ରାଲିରେ ଛାତ୍ର ଦଳର ନେତୃତ୍ବ ନେଇଥିଲେ ସମୟ । ୨୦୨୦ରେ ଦଳୀୟ ରାଜନୀତିରେ ପ୍ରବେଶ କରିଥିଲେ।୨୦୨୨-୨୩ରେ ଡେମୋକାଟ୍ରିକ ପାର୍ଟି ପକ୍ଷରୁ ହାଇସ୍କୁଲ ଡେମୋକ୍ରାଟ୍ ଅଫ୍ ଆମେରିକାର ନ୍ୟାସନାଲ ଚେୟାରମ୍ୟାନ ଭାବେ ତାଙ୍କୁ ମନୋନୀତ କରାଯାଇଥିଲା । ଏବେ ଦଳ ତାଙ୍କୁ ପ୍ରାର୍ଥୀ କମଳା ହାରିସ୍ଙ୍କ ପ୍ରଚାର ମଙ୍ଗ ଧରିବାକୁ ଦାୟିତ୍ବ ଦେଇଛି । କମଳା ହାରିସ ମଧ୍ୟ ସମୟଙ୍କ ରାଜନୈତିକ ଜୀବନ ଓ ସାଂଗଠନିକ ଦକ୍ଷତାକୁ ପ୍ରଶଂସା କରିଛନ୍ତି ।

Tags: america politicssoumya
ShareTweetShareSend
Sanchar Live

Sanchar Live

Next Post
ସମ୍ବଲପୁର କାମଲିବଜ଼ାରରେ କପଡା ହୋଲସେଲ ଗୋଦାମରେ ଜିଏସଟି ରେଡ

ସମ୍ବଲପୁର କାମଲିବଜ଼ାରରେ କପଡା ହୋଲସେଲ ଗୋଦାମରେ ଜିଏସଟି ରେଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.