Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆହୁରି ୩ ଦିନ ଯାଏ ସିଝିବ ଓଡ଼ିଶା

Sanchar Live by Sanchar Live
March 17, 2025
in ଓଡିଶା
0
ଆହୁରି ୩ ଦିନ ଯାଏ ସିଝିବ ଓଡ଼ିଶା
0
SHARES
11
VIEWS
FacebookTwitter

ଆହୁରି ୩ ଦିନ ଯାଏ ସିଝିବ ଓଡ଼ିଶା । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ କଲବଲ କରିବ ଗ୍ରୀଷ୍ମ ପ୍ରବାହ । ଆଜି ୪୩.୫ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତପ୍ତ ସହର ପାଲଟିଛି । ସେହିପରି ୪୨ ତାପମାତ୍ରା ସହ ବରଗଡ଼ ଦ୍ବିତୀୟ ଏବଂ ୪୦.୭ ସହ ଅନୁଗୁଳ ତୃତୀୟରେ ରହିଛି । ଟିଟିଲାଗଡ଼ ୪୦.୫, ମାଲକାନଗିରି ୪୦.୨, ଝାରସୁଗୁଡା ୩୯.୮, ସମ୍ବଲପୁର ୩୯.୬, ହୀରାକୁଦ ୩୯.୧, ରାଉରକେଲା ୩୭.୧, କଟକ ୩୭, ଚାନ୍ଦବାଲି ୩୬.୮,ଭୁବନେଶ୍ବର ୩୬.୭ ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ଯାଏ ସିଭିୟର ହିଟ ୱେଭ ରହିଥିବା ବେଳେ ବଲାଙ୍ଗୀର, ଅନୁଗୁଳ ଝାରସୁଗୁଡା ଓ ବୌଦ୍ଧ ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ସମ୍ବଲପୁର, ସୁନ୍ଦରଗଡକୁ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ଗଜପତିକୁ ଜିଲାକୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୩ ଦିନ ପରେ ଅର୍ଥାତ ୨୦ ତାରିଖ ବେଳକୁ କମିବ ତାପମାତ୍ରା । ୨ ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତାପମାତ୍ରା ହ୍ରାସ ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ବର୍ଷା ହୋଇପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି । ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ୩୦ ରୁ ୪୦ କିମି ପବନ ବହିବ । ସେହିପରି ୨୦ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ କୁଆପଥର ଵର୍ଷା ହେବାର ସମ୍ଭାବନା ରହିଛି l…

Tags: heatwaveodishaweather report
ShareTweetShareSend
Sanchar Live

Sanchar Live

Next Post
ସୋଆ ପ୍ରାଚୀନ ପକ୍ଷରୁ ରମାକାନ୍ତ ରଥଙ୍କୁ ଶ୍ରଦ୍ଧାଞ୍ଜଳି

ସୋଆ ପ୍ରାଚୀନ ପକ୍ଷରୁ ରମାକାନ୍ତ ରଥଙ୍କୁ ଶ୍ରଦ୍ଧାଞ୍ଜଳି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.