Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା

Sanchar Live by Sanchar Live
July 19, 2025
in ଓଡିଶା
0
ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା
0
SHARES
1
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା ।  ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।  ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ ।  ପରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।  ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ।

ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବ। ଫଳରେ ସୀମାନ୍ତବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।   ଏବଂ ଅନ୍ୟ ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ୱାର୍ଣ୍ଣି ଜାରି କରାଯାଇଛି ।  ଆସନ୍ତା କାଲି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆୟ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଆଗକୁ ଲଘୁଚାପ ଥିବାରୁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କେମିତି କଟିବ ଆଜି ?

ଆଜି ଏହି ରାଶିର ଲୋକଙ୍କୁ କ୍ୟାରିୟରରେ ସଫଳତା ମିଳିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.