Saturday, June 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

୩୦ ତାରିଖରେ ବସିବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ

Sanchar Live by Sanchar Live
April 24, 2026
in ରାଜନୀତି
0
୩୦ ତାରିଖରେ ବସିବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ
0
SHARES
29
VIEWS
FacebookTwitter

୩୦ ତାରିଖରେ ବସିବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ । ଗଣତନ୍ତ୍ରରେ ମହିଳାଙ୍କ ଭାବିଦାରୀତା ନେଇ ହେବ ଆଲୋଚନା । ଓଡ଼ିଶା ବିଧାନସଭାରେ ଏକ ସ୍ବତନ୍ତ୍ର ଅଧିବେଶନ ଆସନ୍ତା ୩୦ରେ ବସିବ । ଏ ଅଧିବେଶନରେ ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଭାଗିଦାରିତା ସମ୍ପର୍କରେ ବିଷଦ ଆଲୋଚନା ହେବ । ରାଜ୍ୟାପାଳଙ୍କ ନିର୍ଦ୍ଦେଶ କ୍ରମେ ଏହି ଅଧିବେଶନ ପାଇଁ ଓଡ଼ିଶା ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ଜାରି ହୋଇଛି ।

ଉଲ୍ଲେଖଯୋଗ୍ୟ କେନ୍ଦ୍ର ସରକାର ମହିଳାମାନଙ୍କୁ ଲୋକସଭା ଓ ରାଜ୍ୟ ବିଧାନସଭା ଗୁଡ଼ିକରେ ୩୩ ପ୍ରତିଶତ ଆସନ ସଂରକ୍ଷଣ ପାଇଁ ସଂସଦରେ ବିଲ୍ ଆଣିଥିଲେ । ଏହି ସମ୍ବିଧାନ ସଂଶୋଧନ ବିଲ୍ ପାରିତ ହେବାକୁ ୨ ତୃତୀୟାଂଶ ସାଂସଦଙ୍କ ସମର୍ଥନ ଆବଶ୍ୟକ ଥିଲା । ମାତ୍ର ସେତିକି ସଂଖ୍ୟାରେ ଭୋଟ୍ ବିଲ ସପକ୍ଷରେ ମିଳିଥିଲା । ତେଣୁ ଏହା କାଟ୍ ଖାଇ ଯାଇଥିଲା । ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କର କେତେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିଛି ସେ ସମ୍ପର୍କରେ ଅବଗତ କରାଯିବା ପାଇଁ ଏ ଅଧିବେଶନରେ ବିସ୍ତୃତ ଚର୍ଚ୍ଚା କରାଯିବ ବୋଲି ସୂଚନା ମିଳି ।

Tags: assemblyodisha
ShareTweetShareSend
Sanchar Live

Sanchar Live

Next Post
ଚାରି ବର୍ଷର ଝିଅର ଜୀବନ ବଞ୍ଚାଇବାକୁ ବାଘ ସହ ଲଢ଼ିଲା ବାପା

ଚାରି ବର୍ଷର ଝିଅର ଜୀବନ ବଞ୍ଚାଇବାକୁ ବାଘ ସହ ଲଢ଼ିଲା ବାପା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା
  • ଅନଲାଇନ ସପିଂ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ
  • ସ୍ୱାମୀଙ୍କୁ ମନେ ପକାଇଲେ କରିସ୍ମା
  • କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି, ଓଡିଶାରୁ ୨ ଅଧିକାରୀ
  • ହାଇୱାକୁ ପିଟିଲା BMW କାର୍, ୨ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.