Thursday, June 5, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ସରିଲା ବିଧାନସଭାର ବଜେଟ ଅଧିବେଶନ

Sanchar Live by Sanchar Live
April 3, 2025
in ରାଜନୀତି
0
ସରିଲା ବିଧାନସଭାର ବଜେଟ ଅଧିବେଶନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି। ଶେଷ ହେଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ତଥା ବଜେଟ ଅଧିବେଶନ। ତିନୋଟି କାର୍ଯ୍ୟ ଦିବସ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭାକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ୨୮ ଟି କାର୍ଯ୍ୟ ଦିବସ ମଧ୍ୟରୁ ୨୫ ଟି କାର୍ଯ୍ୟ ଦିବସ ଚାଲିଥିଲା । ଆଗକୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ଯାହାକୁ ସମର୍ଥନ କରିଥିଲେ ଏକାଧିକ ବିଧାୟକ। ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି କରିଥିଲେ। ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ଏବଂ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ୨୦୨୫ ବିଧାନସଭାରେ ପାରିତ ହୋଇଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଗୃହରେ ପାରିତ ହୋଇଥିଲା ବେଶ ଘଟଣା ବହୁଳ ଥିଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ପ୍ରଥମ ଥର ପାଇଁ ବିଧାନସଭା ଇତିହାସରେ ଗୃହରୁ ନିଲମ୍ବିତ ହୋଇଥିଲେ କଂଗ୍ରେସ ଦଳର ସମସ୍ତ ବିଧାୟକ । ଏହା ସହ ବିଶ୍ୱ ବିଦ୍ୟାଳୟ ସଂଶୋଧନ ବିଲ ଏବଂ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ଆଲୋଚନା ବେଳେ ରାତି ତମାମ ଚାଲିଥିଲା ବିଧାନସଭା । ବୁଧବାର ସକାଳ ୧୦.୩୦ ମିନିଟ ରେ ଆରମ୍ଭ ହୋଇ ଗୃହ ଗୁରୁବାର ସକାଳ 7 ଟା 5 ପର୍ଯ୍ୟନ୍ତ ଚାଲିଥିଲା ।

Tags: assemblyodishapolitics
ShareTweetShareSend
Sanchar Live

Sanchar Live

Next Post
ତାତିରୁ ମିଳିଲା ମୁକ୍ତି: ବର୍ଷାରେ ଭିଜିଲା ଅଧା ଓଡିଶା

ତାତିରୁ ମିଳିଲା ମୁକ୍ତି: ବର୍ଷାରେ ଭିଜିଲା ଅଧା ଓଡିଶା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସମଗ୍ର ଉତ୍ତର ପୂର୍ବାଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର
  • ଓଡ଼ିଶା ଶିଳ୍ପ ମାନଚିତ୍ରରେ ସ୍ଵତନ୍ତ୍ର ସ୍ଥାନ ପାଇବ ଗଞ୍ଜାମ; ୧୨ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
  • ଉଠିବ ପାରଦ, କଲବଲ କରିବ ତାତି
  • ଦଳାଚକଟା ମାମଲାରେ RCB ବିରୋଧରେ FIR ରୁଜୁ
  • ବାରୁଦ ସିଜ୍ କଲା କଳାହାଣ୍ଡି ପୋଲିସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.