Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆସନ୍ତାକାଲି ୧୦ଟା ୩୦ ଯାଏଁ ଗୃହ ମୁଲତବୀ

Sanchar Live by Sanchar Live
February 13, 2025
in ରାଜନୀତି
0
ଆସନ୍ତାକାଲି ୧୦ଟା ୩୦ ଯାଏଁ ଗୃହ ମୁଲତବୀ
0
SHARES
15
VIEWS
FacebookTwitter

ଆଜିଠୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଆସନ୍ତାକାଲି ୧୦ଟା ୩୦ ଯାଏ ଗୃହକୁ ମୁଲତବୀ ରଖାଯାଇଛି । ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ଏଥର ଦୁଇଟି ପର୍ଯ୍ୟାୟରେ ହେବ ବଜେଟ୍ ଅଧିବେଶନ । ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୭ ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ ଏବଂ ୨୯ ରେ ବ୍ୟୟମଞ୍ଜୁରୀ ବିଲ ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତି ଅଭିଭାଷଣ ରଖିଛନ୍ତି । ତେବେ ଦୁଇଟି ପର୍ଯ୍ୟାୟରେ ମୋଟ ୨୮ ଦିନର କାର୍ଯ୍ୟ ଦିବସ ରହିଛି । ମୋହନ ସରକାରଙ୍କ ଏହି ଦ୍ୱିତୀୟ ବଜେଟରେ ବିରୋଧୀ ବାରବାଟୀ ଲାଇଟ ବନ୍ଦ ପ୍ରସଙ୍ଗ ଉଠାଇପାରନ୍ତି । ଏଥର ବଜେଟରେ ସରକାର କ’ଣ ନୂଆ ଘୋଷଣା କରିବେ ତାହା ଉପରେ ସମସ୍ତଙ୍କର ନଜର ରହିଛି ।

ତେବେ ବଜେଟ ଅଧିବେସନ ପାଇଁ ଗତକାଲି ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନନ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ ପ୍ରମୁଖ ଉପସ୍ଥିତ ଥିଲେ । ଗୃହ କାର୍ୟ୍ୟରେ ସମସ୍ତଙ୍କୁ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ବାଚସ୍ପତି ।

Tags: odisha assemblypolitics
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କଣ ରହିଛି ସୁନା ଦାମ

ଜାଣନ୍ତୁ ଆଜି କଣ ରହିଛି ସୁନା ଦାମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.