Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଏଣିକି ବିଧାନସଭାରେ ପେପର ନୁହେଁ ଟ୍ୟାବରେ ପଢିବେ ପ୍ରଶ୍ନୋତ୍ତର ଓ ପ୍ରସ୍ତାବ ପତ୍ର

Sanchar Live by Sanchar Live
February 12, 2025
in ରାଜନୀତି
0
ଏଣିକି ବିଧାନସଭାରେ ପେପର ନୁହେଁ ଟ୍ୟାବରେ ପଢିବେ ପ୍ରଶ୍ନୋତ୍ତର ଓ ପ୍ରସ୍ତାବ ପତ୍ର
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ସ୍ମାର୍ଟ ହେଲେ ବିଧାୟକ । ବିଧାନସଭା ହେଲା ପେପର ଲେସ୍‌ । ଏବେ ପେପର ନୁହେଁ ଟ୍ୟାବରେ ପଢିବେ ବିଧାୟକ । ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଲାଗିଲା ଟ୍ୟାବ । ଆଉ ପ୍ରଶ୍ନୋତ୍ତର କିମ୍ଭା କୌଣସି ପ୍ରସ୍ତାବ କାଗଜ ଜରିଆରେ କରିବେ ନାହିଁ ବିଧାୟକ । ନେଭା ତରଫରୁ ଏହି ବ୍ୟବସ୍ଥା କରାଯାଇଥିବା ବେଳେ ବୁଧବାର ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଏହା ପୂର୍ବରୁ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆଜି ବସିଛି ସର୍ବଦଳୀୟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ସବୁ ଦଳର ବିଧାୟକ ବୈଠକରେ ସାମିଲ ହୋଇଥିଲେ । ଗୃହକୁ ସୁପରିଚାଳନା ନେଇ ଆଲୋଚନା କରିବେ ବାଚସ୍ପତି । ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ । ପ୍ରଥମ ଅଧିବେଶନ ଆସନ୍ତାକାଲିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ । ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ । ସେହିପରି ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ୟ୍ୟନ୍ତ ଚାଲିବ ।

Tags: assemblyodishapaperless
ShareTweetShareSend
Sanchar Live

Sanchar Live

Next Post
ସରକାରୀ କଲେଜରେ ଭୟଙ୍କର ରାଗିଂ, ଛାତ୍ରମାନଙ୍କ ଗୁପ୍ତାଙ୍ଗରେ ଝୁଲାଇଦେଉଥିଲେ ଡମବେଲ

ସରକାରୀ କଲେଜରେ ଭୟଙ୍କର ରାଗିଂ, ଛାତ୍ରମାନଙ୍କ ଗୁପ୍ତାଙ୍ଗରେ ଝୁଲାଇଦେଉଥିଲେ ଡମବେଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.