Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆଜି ସରଗରମ ରହିବ ଗୃହ

Sanchar Live by Sanchar Live
September 20, 2025
in ରାଜନୀତି
0
ଆଜି ସରଗରମ ରହିବ ଗୃହ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ମୌସୁମୀ ଅଧିବେଶନର ତୃତୀୟ ଦିନରେ ବି ଗୃହ କାର୍ଯ୍ୟ ବେଶ ସରଗରମ ରହିବ । ରାଜ୍ୟରେ ଘୋର ସାର ଅଭାବ ରହିଛି। ଫଳରେ ଚାଷୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଗୃହର ସବୁ କାର୍ଯ୍ୟକୁ ବାତିଲ କରି ସ୍ୱତନ୍ତ୍ର ଆଲୋଚନା କରିବାକୁ ଦାବି କରୁଛି ବିଜେଡି। ଯାହାକୁ ନେଇ ଗୃହ ଭିତରେ ଓ ଗୃହ ବାହାରେ ବିଜେଡି ରାଜ୍ୟ ସରକାରଙ୍କୁ ଶାଣିତ ସ୍ବରରେ ସମାଲୋଚନା କରୁଛି। ସେହିପରି କଂଗ୍ରେସ ଅନାସ୍ଥା ନୋଟିସ ଆଣି ଗୃହରେ ଆଲୋଚନା ପାଇଁ ସୁଯୋଗ ଅପେକ୍ଷାରେ ରହିଛି। ଦୁଇ ବିରୋଧୀଙ୍କ ଭିନ୍ନ ଭିନ୍ନ ରଣନୀତି ଓ ଦାବି ଯୋଗୁ ଗୃହ କାର୍ଯ୍ୟ ଚାଲିପାରୁ ନାହିଁ । ଗୃହର ଅଚଳ ଅବସ୍ଥା ପାଇଁ ଉଭୟ ଶାସକ ଓ ବିରୋଧୀ ପରସ୍ପର ଉପରେ ଦୋଷ ଲଦାଲଦିରେ ମାତିଥିବା ବେଳେ କଂଗ୍ରେସ ବିରୋଧରେ ସ୍ୱାଧୀକାର ଭଙ୍ଗ ନୋଟିସ ଆଣି ଘେରିଛି ବିଜେପି। ସେପଟେ ଆଜି ଗୃହରେ ମହିଳା ଓ ଶିଶୁ ବିକାଶ, ନିର୍ମାଣ, ପର୍ଯ୍ୟଟନ, ଅବକାରୀ, ମିଶନ ଶକ୍ତି ଏବଂ ଆଇନ ବିଭାଗର ପ୍ରଶ୍ନକାଳ ରହିଥିବା ବେଳେ ଆଜି ବିଜେଡି ଗୃହରେ ମୁଲତବୀ ପ୍ରସ୍ତାବ ଆଣିବ। ଅନାସ୍ଥାକୁ ନେଇ ବିଜେପି ଓ କଂଗ୍ରେସ ମୁହାମୁହିଁ ହୋଇଛନ୍ତି। ଏପରି ସ୍ଥିତିରେ ଗୃହ କାର୍ଯ୍ୟ ସ୍ଵାଭାବିକ ଚାଲି ପାରିବ କି ନାହିଁ ତାକୁ ନେଇ ସମସ୍ତଙ୍କ ମନରେ ସସ୍ପେନ୍ସ ଲାଗି ରହିଛି ।

Tags: assemblyodisha
ShareTweetShareSend
Sanchar Live

Sanchar Live

Next Post
ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ କାଚିବ

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ କାଚିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.