Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନଵନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରା

Sanchar Live by Sanchar Live
January 27, 2026
in ଓଡିଶା
0
ନଵନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରା
0
SHARES
66
VIEWS
FacebookTwitter

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ । ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରା ଦେଇଛି, ଯାହାକୁ କଂଗ୍ରେସ ସମର୍ଥନ ଜଣାଇବ । ସମର୍ଥନ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ସୂଚନା । ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପାଳନକୁ ସମର୍ଥନ ଜଣାଇବାକୁ ସବୁ ଜିଲ୍ଲା କଂଗ୍ରେସ କମିଟିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଭକ୍ତ ଦାସ କହିଛନ୍ତି । ରାଜ୍ୟରେ ମଣ୍ଡି ସମସ୍ୟା ଉତ୍କଟ ରୂପ ଧାରଣ କରିଥିବାବେଳେ ସରକାର ଚାଷୀଙ୍କ ସହ ଖେଳ ଖେଳୁଛନ୍ତି ବୋଲି ଅଭିଯୋଗ କରିଛି ନବ ନିର୍ବାଣ କୃଷକ ସଂଘ । ଧାନକିଣାରେ ଅବ୍ୟବସ୍ଥା, ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡକୁ ବିରୋଧ କରି ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରା ଦେଇଛି

ସମସ୍ତ ଚାଷୀଙ୍କ ଧାନ ଏମ୍ଏସ୍‌ପି ଏବଂ ଇନ୍‌ପୁଟ୍‌ ସ ମିଶାଇ କ୍ଵିଣ୍ଟାଲ ପ୍ରତି ୩୧୦୦/ଟଙ୍କାରେ କିଣାଯାଉ, ଧାନ କ୍ରୟ ପରେ ସଠିକ୍ ସମୟ ମଧ୍ୟରେ ଚାଷୀଙ୍କୁ ଟଙ୍କା ପ୍ରଦାନ କରାଯାଇ, ଟୋକେନ୍ ଓ ମଣ୍ଡି ବ୍ୟବସ୍ଥାର ସମସ୍ତ ବେନିୟମ ଓ ଦୁର୍ନୀତି ଦୂର କରାଯାଉ । ଦଲାଲ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦାବିରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି l ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି ।

Tags: odishaprotest
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲିଠୁ ସଂସଦର ବଜେଟ ଅଧିବେଶନ, ଆଜି ବସିବ ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ସଂସଦର ବଜେଟ ଅଧିବେଶନ, ଆଜି ବସିବ ସର୍ବଦଳୀୟ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.