Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଭଙ୍ଗାହେବ ଓଡ଼ିଶା ଭବନ

Sanchar Live by Sanchar Live
September 9, 2024
in ଭାରତ
0
ଭଙ୍ଗାହେବ ଓଡ଼ିଶା ଭବନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ଆସିଲା ବଡ଼ ଖବର । ଦିଲ୍ଲୀସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ  । ଏହି ଓଡ଼ିଶା ଭବନ ଭାଙ୍ଗିବାକୁ ସରକାରଙ୍କ ନିର୍ଦ୍ଦେଶ। ଏହାକୁ ବିପଦପୂର୍ଣ୍ଣ ଘୋଷଣା କଲେ ରାଜ୍ୟ ସରକାର । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା ।

ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା । ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା । ଯେଉଁଥିରେ ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ଦର୍ଶାଯାଇଥିଲା । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Tags: delhiodisha bhawan
ShareTweetShareSend
Sanchar Live

Sanchar Live

Next Post
ପ୍ୟାରିସ ପାରାଲିମ୍ପିକ୍ସରେ ୨୯ ପଦକ ହାସଲ କରି ରେକର୍ଡ କଲା ଭାରତ

ପ୍ୟାରିସ ପାରାଲିମ୍ପିକ୍ସରେ ୨୯ ପଦକ ହାସଲ କରି ରେକର୍ଡ କଲା ଭାରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.