Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୫ ବର୍ଷରେ ରାଜ୍ୟରେ ୪୦୮ଟି ଗୁଣିଗାରେଡି ମାମଲା ରୁଜୁ

Sanchar Live by Sanchar Live
March 24, 2025
in ଓଡିଶା
0
୫ ବର୍ଷରେ ରାଜ୍ୟରେ ୪୦୮ଟି ଗୁଣିଗାରେଡି ମାମଲା ରୁଜୁ
0
SHARES
7
VIEWS
FacebookTwitter

ରାଜ୍ୟରେ ଏବେ ବି ରହିଛି ଅନ୍ଧବିଶ୍ୱାସ । ବିଗତ ୫ ବର୍ଷରେ ରାଜ୍ୟରେ ୪୦୮ଟି ଗୁଣିଗାରେଡି ମାମଲା ରୁଜୁ ହୋଇଛି । ରାଜ୍ୟରେ ୨୦୨୦ ରେ ୯୪ଟି ମାମଲା ରୁଜୁ ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୩୫ଟି ମାମଲା ରୁଜୁ ହୋଇ ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାରେ ୨୮ ଜଣ ଗିରଫ ହୋଇଛନ୍ତି । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଏହି ଲିଖିତ ଉତ୍ତର ଗୃହରେ ରଖିଛନ୍ତି । ୨୦୨୧ରେ ୭୯ ଟି ମାମଲା ରୁଜୁ ହୋଇଥିବା ବେଳେ ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାରେ ୨୩ ଟି ମାମଲା ରୁଜୁ ହୋଇ ୨୫ ଜଣ ଗିରଫ ହୋଇଛନ୍ତି । ୨୦୨୨ରେ ୧୦୩ ଟି ମାମଲା ରୁଜୁ ହୋଇଥିବା ବେଳେ ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରେ ୪୦ ଟି ମାମଲା ରୁଜୁ ହୋଇ ୨୦ ଜଣ ଗିରଫ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ୩୨ ଜଣ ଗିରଫ ହୋଇଛନ୍ତି । ସେହିପରି ୨୦୨୩ରେ ୭୦ଟି ମାମଲା ରୁଜୁ ହୋଇଥିବା ବେଳେ ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରେ ୨୬ଟି ମାମଲା ରୁଜୁ ହୋଇ ୧୩ ଜଣ ଗିରଫ ହୋଇଛନ୍ତି । ୨୦୨୪ରେ ୬୨ ଟି ମାମଲା ରୁଜୁ ହୋଇଥିବା ବେଳେ ସର୍ବାଧିକ ମୟୂରଭଞ୍ଜ ୧୬ଟି ମାମଲା ରୁଜୁ ହୋଇ ୭ ଜଣ ଗିରଫ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି ।

Tags: assemblyblack magicodisha
ShareTweetShareSend
Sanchar Live

Sanchar Live

Next Post
ବିଧାନସଭା ଅଚଳ: କଂଗ୍ରେସକୁ ମନ୍ତ୍ରୀଙ୍କ ଟାର୍ଗେଟ

ବିଧାନସଭା ଅଚଳ: କଂଗ୍ରେସକୁ ମନ୍ତ୍ରୀଙ୍କ ଟାର୍ଗେଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.