Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ରାଜ୍ୟ ବଜେଟ ଅଧିବେଶନ

Sanchar Live by Sanchar Live
February 6, 2025
in ଓଡିଶା
0
ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ରାଜ୍ୟ ବଜେଟ ଅଧିବେଶନ
0
SHARES
20
VIEWS
FacebookTwitter

ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ବଜେଟ ଅଧିବେଶନ । ଏହାପୂର୍ବରୁ ୧୨ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ଉଭୟ ସରକାରୀ ଓ ବିରୋଧୀ ଦଳ ବିଧାୟକ ଯୋଗ ଦେଇ ଆଗତ ହେବାକୁ ଥିବା ବଜେଟ୍‌କୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏଥିର ବଜେଟ୍‌ରେ କାହା ପାଇଁ କଣ ରହିବ ତାହାରି ଉପରେ ରହିଛି ସଭିଙ୍କ ନଜର । ଫେବୃଆରୀ ୧ ତାରିଖରେ ସଂସଦରେ ବଜେଟ୍‌ ଉପସ୍ଥାପନ କରିଥିଲେ କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ।

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ସଂସଦରେ ଆଗତ ହୋଇଛି ବଜେଟ। ଫୋକସରେ ମଧ୍ୟବିତ୍ତ, ମହିଳା ଓ ଯୁବବର୍ଗ। ସବୁ ବର୍ଗକୁ ଖୁସି କରିବା ସହ ମୁଦ୍ରାସ୍ଫିତିକୁ ନିୟନ୍ତ୍ରଣରେ ରଖିବା ପାଇଁ, ଚଳିତ ବଜେଟରେ ଅନେକ ସାମଗ୍ରୀ ଉପରୁ ଟିକସ ଛାଡ଼ ନେଇ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଯାହାଫଳରେ ବିଦ୍ୟୁତ ଚାଳିତ ଗାଡ଼ି, ଟିଭି ଭଳି ସାମଗ୍ରୀ ଶସ୍ତା ହେବ। ତେବେ ଆଉ କିଛି ଜିନିଷ ଉପରେ ଅଧିକ ଟିକସ ଲାଗୁ ଯୋଗୁଁ, ମହଙ୍ଗା ହେବ?

Tags: Budgetodisha
ShareTweetShareSend
Sanchar Live

Sanchar Live

Next Post
ବାଂଲାଦେଶରେ ପୁଣି ହିଂସା: ଭାଇରାଲ ହେଲା ଭିଡିଓ

ବାଂଲାଦେଶରେ ପୁଣି ହିଂସା: ଭାଇରାଲ ହେଲା ଭିଡିଓ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.