Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜଧାନୀରେ ସ୍ବାଭାବିକ ହେଲା ବସ୍ ଚଳାଚଳ

Sanchar Live by Sanchar Live
October 25, 2024
in ଓଡିଶା
0
ରାଜଧାନୀରେ ସ୍ବାଭାବିକ ହେଲା ବସ୍ ଚଳାଚଳ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ସ୍ୱାଭାବିକ ହେଉଛି ବସ ସେବା ।  କେଵଳ ଭଦ୍ରକ, ବାଲେଶ୍ୱର, ରାଜନଗର ଓ କୋଲକାତାକୁ ଛାଡ଼ି ଅନ୍ୟ ସ୍ଥାନକୁ ବସ ଯିବା ଆସିବା କରୁଛି । ଭୁବନେଶ୍ବର ବରମୁଣ୍ଡା ବସ୍ ଷ୍ଟାଣ୍ଡରୁ ଯାତାୟାତ କରୁଛି ବସ୍ । ବ୍ରହ୍ମପୁରକୁ ଭୁବନେଶ୍ୱରରୁ ୫୦ ପ୍ରତିଶତ ଗାଡି ଯିବା ଆସିବା କରୁଛି ।  ସେଭଳି କିଛି ଅସୁବିଧା ନାହିଁ ।

ସେହିପରି ବାତ୍ୟା ଦାନା ପାଇଁ ୩୦୦ ଟ୍ରେନ ବାତିଲ କରିଥିଲା ପୂର୍ବତଟ ରେଳବାଇ ।  ବାତିଲ ହୋଇଥିବା ଟ୍ରେନ ବ୍ୟତୀତ ଅନ୍ୟ ଟ୍ରେନ ନିର୍ଦ୍ଧାରିତ ସମୟ ଅନୁସାରେ ଚାଲିଛି । ବିଶାଖାପାଟଣା ପଟୁ ଭୁବନେଶ୍ବର ଓ ହାୱଡ଼ା ଆଡ଼କୁ ଆସୁଥିବା ଡାଉନ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି ।  ଅପରାହ୍ଣ ପ୍ରାୟ ୨ଟା ସମୟରେ ଖଡ଼ଗପୁର ପଟୁ ଆସୁଥିବା ଅପ୍ ଟ୍ରେନ ଭଦ୍ରକରେ ପହଞ୍ଚିବ ।  ପ୍ରଥମେ ଆସିବ ହାୱଡ଼ା-ବାଙ୍ଗାଲୋର ଦୂରନ୍ତ ଏକ୍ସପ୍ରେସ । ସେହିପରି ବାତିଲ ହୋଇଥିବା ଟ୍ରେନକୁ ଛାଡ଼ି ମଧ୍ୟାହ୍ନ ୧୨ଟା ପରେ ଗଡ଼ିଲା ଭୁବନେଶ୍ବର ଓ ପୁରୀରୁ ଯାତ୍ରା ଆରମ୍ଭ କରୁଥିବା ଟ୍ରେନ୍ ।

Tags: bus servicecycloneodisha
ShareTweetShareSend
Sanchar Live

Sanchar Live

Next Post
ଆସିଲା ବାତ୍ୟାର ନୂଆ ଗତିପଥ, ଜାଣନ୍ତୁ କେଉଁ ଜିଲ୍ଲା ହେବ ଅଧିକ ପ୍ରଭାବିତ

ସରିଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.