Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର

Sanchar Live by Sanchar Live
September 29, 2025
in ଓଡିଶା
0
୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
0
SHARES
142
VIEWS
FacebookTwitter

୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ ଓ ସଂଶୋଧନ ପାରିତ । କାରଖାନା ଆଇନ ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ । ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ୪ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତରା ବସିଥିଲା ବୈଠକ । ବୈଠକରେ ଅନ୍ୟ ବିଭାଗର ସଚିବ ଓ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।

ସୂଚନା ଥାଉକି, ରାଜ୍ୟ କ୍ୟାବିନେଟ୍ ବୈଠକରେ ୩ ବିଭାଗର ୪ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି । କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ ହୋଇଛି । ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି । ସେହିଭଳି ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍‌ ମିଳିବ । ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ । ତେବେ ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ ।

ଏହାସହ ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି । ଆହୁରି ବି ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ହୋଇଛି । ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ ବୋଲି କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି ।ସେପଟେ ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର । ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ। ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ।

Tags: cabinet meetingodisha
ShareTweetShareSend
Sanchar Live

Sanchar Live

Next Post
ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.