Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି କଲବଲ କରିବ ଶୀତ, ୧୭ରୁ ବଢ଼ିବ ଶୀତର ପ୍ରକୋପ

Sanchar Live by Sanchar Live
January 13, 2025
in ଓଡିଶା
0
ପୁଣି କଲବଲ କରିବ ଶୀତ, ୧୭ରୁ ବଢ଼ିବ ଶୀତର ପ୍ରକୋପ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୧୭ ରୁ ରାଜ୍ୟରେ ପୁଣି ବଢିବ ଶୀତ । ଉପାନ୍ତରୁ ଉପକୂଳ ସବୁଠି କମିବ ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ । ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ । ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ଶୀତ ଲହରୀ ଅନୁଭୁତ ହେବାର ସମ୍ଭାବନା ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତ୍ରୀ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ । କିଛି ଜିଲ୍ଲାରେ ହାଲୁକା ଶୀତ ସହ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର । ୧୫ ତାରିଖ ପର୍ଯ୍ୟନ୍ତ ଘନ କୁହୁଡି ନେଇ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କ କରାଯାଇଛି । ଏସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । କିଛି ସ୍ଥାନରେ ଜିରୋ ଭିଜିବିଲିଟି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଏହାସହ ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, କଟକ ଏବଂ ଖୋର୍ଦ୍ଧାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ।

Tags: odishaweather reportwinter
ShareTweetShareSend
Sanchar Live

Sanchar Live

Next Post
ଶଙ୍ଖ ଭବନ କ୍ୟାଣ୍ଟିନ୍ ରାଜନୀତି, ବିଜେପି-ବିଜେଡି ମୁହାଁମୁହିଁ

ଶଙ୍ଖ ଭବନ କ୍ୟାଣ୍ଟିନ୍ ରାଜନୀତି, ବିଜେପି-ବିଜେଡି ମୁହାଁମୁହିଁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.