Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ବାତ୍ୟା ଓ ବନ୍ୟାରେ ପ୍ରଭାବିତ ହୋଇଛି ୧୪ ଜିଲ୍ଲାର ୧୦୮ ବ୍ଲକର ୧୬୭୧ ଗାଁ

Sanchar Live by Sanchar Live
October 27, 2024
in ଓଡିଶା
0
ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ ବାତ୍ୟା ଓ ବନ୍ୟାରେ ପ୍ରଭାବିତ ହୋଇଛି ୧୪ ଜିଲ୍ଲାର ୧୦୮ ବ୍ଲକର ୧୬୭୧ ଗାଁ ।  ଏହାସହ ୩୧ଟି ସହରାଞ୍ଚଳର ୪୨୬ ୱାର୍ଡ ପ୍ରଭାବିତ ହୋଇଛି । ପ୍ରାରମ୍ଭିକ ଆକଳନ ଅନୁଯାୟୀ ବାତ୍ୟା ଓ ବନ୍ୟା ଯୋଗୁଁ ୧ ଲକ୍ଷ ୨୫ ହଜାର ୯୧ ହେକ୍ଟର ଜମିରେ ଫସଲ କ୍ଷତି ହୋଇଛି ।  ୫ ହଜାର ୮୩୯ ଘର ଭାଙ୍ଗିଛି ।  ଭଦ୍ରକ, କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଭିତ୍ତିଭୂମିର କ୍ଷୟକ୍ଷତି ହୋଇଛି । ନଭେମ୍ବର ୨ ତାରିଖ ସୁଦ୍ଧା ଭିତ୍ତିଭୂମି କ୍ଷୟକ୍ଷତି ରିପୋର୍ଟ ଦେବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ନଭେମ୍ବର ୨ ସୁଦ୍ଧା ଜିଲ୍ଲାରେ ଫସଲ କ୍ଷତି ସହ ଘରଭଙ୍ଗା ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ବୁଢ଼ାବଳଙ୍ଗ ଓ କାଂସବାସ ନଦୀରେ ପାଣିରେ ବର୍ତ୍ତମାନ ଅନେକ ଅଂଚଳ ଜଳବନ୍ଦୀ ହୋଇ ରହିଛି । ଉଭୟ ନଦୀର ପାଣି ସଂଧ୍ୟା ସୁଦ୍ଧା କମିଯିବ ଏବଂ ବାଲେଶ୍ୱର ଜିଲ୍ଲାର ରେମୁଣା, ସଦର ଓ ସୋର ବ୍ଲକରେ ସୁଧାର ଆସିବ ବୋଲି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । କାଲି ଯଦି ପାଗ ଅନୁକୂଳ ରୁହେ ତେବେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରେ ବନ୍ୟାଞ୍ଚଳ ପରିଦର୍ଶନ କରିବେ ।

Tags: cycloneodisha
ShareTweetShareSend
Sanchar Live

Sanchar Live

Next Post
ବାଘ ନୁହେଁ ବଣଭୂଆଁ, ସ୍ପଷ୍ଟ କଲା ବନ ବିଭାଗ

ବାଘ ନୁହେଁ ବଣଭୂଆଁ, ସ୍ପଷ୍ଟ କଲା ବନ ବିଭାଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା
  • ଆଜି ଏହି ରାଶିକୁ ମିଳିବ ଶୁଭଫଳ
  • ପାକିସ୍ତାନରେ ଫୁଟିଲା ବୋମା, ଚାଲିଗଲା ୯ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.