Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୁତ ହେବ ଘନକୁହୁଡି

Sanchar Live by Sanchar Live
January 16, 2025
in ଓଡିଶା
0
ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୁତ ହେବ ଘନକୁହୁଡି
0
SHARES
6
VIEWS
FacebookTwitter

ଭୁବନେଶ୍ବର : ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୁତ ହେବ ଘନକୁହୁଡି । ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ନୟାଗଡ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଦୃଶ୍ୟମାନ କ୍ଷମତା ଖସିଆସିବା। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ରହିବ ବୋଲି ଚେତାଇ ଦେଇଛି ପାଣିପାଗ କେନ୍ଦ୍ର । ବିଶେଷ କରି ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି ।

ସେହିଭଳି ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବା ସହ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି । କିନ୍ତୁ ଆଜିଠାରୁ ରାଜ୍ୟରେ କିଛି ଜିଲ୍ଲାରେ ତାପମାତ୍ରା କମିବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିପାରେ । ଏହାସହ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ କିଛି ଥଣ୍ଡା ପବନ ପ୍ରବାହିତ ହୋଇପାରେ । ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ସ୍ଥିତି ଉପୁଜିବା ସହ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିପାରେ ।

Tags: foggweather reportwinter
ShareTweetShareSend
Sanchar Live

Sanchar Live

Next Post
ପ୍ରଧାନମନ୍ତ୍ରୀ ପାଠ ପଢିଥିବା ‘ପ୍ରେରଣା ସ୍କୁଲ’ ଶିକ୍ଷା ଓ ମୂଲ୍ୟବୋଧର ଅନନ୍ୟ କେନ୍ଦ୍ର : ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ପାଠ ପଢିଥିବା ‘ପ୍ରେରଣା ସ୍କୁଲ’ ଶିକ୍ଷା ଓ ମୂଲ୍ୟବୋଧର ଅନନ୍ୟ କେନ୍ଦ୍ର : ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.