Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁଇଦିନର ଆଶ୍ବସ୍ତି ପରେ ପୁଣି ବଢ଼ିବ ତାତି

Sanchar Live by Sanchar Live
March 8, 2025
in ଓଡିଶା
0
ରାଜ୍ୟରେ ଦିନକୁ ଦିନ ବଢୁଛି ତାପମାତ୍ରା
0
SHARES
11
VIEWS
FacebookTwitter

ଦୁଇଦିନର ଆଶ୍ବସ୍ତି ପରେ ପୁଣି ବଢ଼ିବ ତାତି । ୨୦ ମାର୍ଚ୍ଚ ଯାଏଁ ଗ୍ରୀଷ୍ମପ୍ରବାହର ସମ୍ଭାବନା । ୯ ତାରିଖରୁ ତାପମାତ୍ରା ବୃଦ୍ଧି ପାଇବା ସହ ତାତି ଅସହ୍ୟ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।  ଏକ ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି  ।  ପ୍ରଭାବରେ ଥଣ୍ଡା ବାୟୁ କମିବା ସହ ରାଜ୍ୟରେ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । 

୪ଦିନ ମଧ୍ୟରେ ୩ରୁ ୪ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି  ।  ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ୨୦ ମାର୍ଚ୍ଚ ଯାଏଁ ଗ୍ରୀଷ୍ମପ୍ରବାହର ସମ୍ଭାବନା ରହିଛି । ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ୩୩% ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ହେବାକୁ ଥିବା ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି ଫଳରେ କିଛି କିଛି ସ୍ଥାନରେ ଦିନର ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ବିଶେଷକରି ପଶ୍ଚିମ ଓଡ଼ିଶାରେ ଅଧିକ ଗରମ ଅନୁଭୂତ ହେବ । 

Tags: heatwaveodisha
ShareTweetShareSend
Sanchar Live

Sanchar Live

Next Post
ସହିଦ ନଗରରେ ଭୟାବହ ଅଗ୍ନିକାଣ୍ଡ

ସହିଦ ନଗରରେ ଭୟାବହ ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.