Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ରାଜ୍ଯରେ ପୁଣି କମିଲା ତାପମାତ୍ରା

Sanchar Live by Sanchar Live
February 9, 2025
in Uncategorized
0
ରାଜ୍ଯରେ ପୁଣି କମିଲା ତାପମାତ୍ରା
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ଯରେ ପୁଣି କମିଲା ତାପମାତ୍ରା । ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି । ଗୁରୁଚାପ ବଳୟ ଦେଶର ମଧ୍ୟଭାଗକୁ ସ୍ଥାନାନ୍ତରଣ ହେତୁ ଏହି ପ୍ରକ୍ରିୟା ଆହୁରି ପ୍ରଶମିତ ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬ ଡିଗ୍ରୀ ପର୍ଯ୍ଯନ୍ତ କମିଛି ପାରା । ଆସନ୍ତା ୨୪ ଘଣ୍ଟା ଆହୁରି ୨ରୁ ୩ ଡିଗ୍ରୀ କମିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେପଟେ ଆସନ୍ତା ଦୁଇଦିନ ଯାଏଁ କଲବଲ କରିବ ଘନ କୁହୁଡ଼ି। ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସତର୍କତା ଜାରି ହୋଇଥିବା ଜିଲ୍ଲାମାନଙ୍କରେ ଭୋରରୁ ଗାଡି ଧିରେ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି ।

Tags: heatwaveodishaweather report
ShareTweetShareSend
Sanchar Live

Sanchar Live

Next Post
ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଉତ୍ତମଙ୍କ ଚିକିତ୍ସା

ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଉତ୍ତମଙ୍କ ଚିକିତ୍ସା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.