Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ରାଜ୍ୟକୁ ଧୀରେ ଧୀରେ ଫେରିଛି ତାତି

Sanchar Live by Sanchar Live
May 8, 2025
in ଓଡିଶା
0
ପୁଣି ରାଜ୍ୟକୁ ଧୀରେ ଧୀରେ ଫେରିଛି ତାତି
0
SHARES
15
VIEWS
FacebookTwitter

କାଳବୈଶାଖୀ ଯୋଗୁ ରାଜ୍ୟରେ କିଛି ଦିନ ତାତି କମ୍ ରହିଥିଲା। ତେବେ ଏବେ ପୁଣି ରାଜ୍ୟକୁ ଧୀରେ ଧୀରେ ତାତି ଫେରିଛି । ଗତ ଦୁଇ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୨ରୁ ୩ ଡିଗ୍ରି ବଢ଼ିଛି ।

ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ‌ପୂର୍ବାନୁମାନ କରାଯାଇଛି। ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରି ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବାର ସମ୍ଭାବନା ରହିଛି।

ସେହିପରି ଶୁକ୍ରବାର ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Tags: heatwaveodishaweather report
ShareTweetShareSend
Sanchar Live

Sanchar Live

Next Post
ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆ କିଏ ଓ ତାଙ୍କ ଧର୍ମ କଣ

ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆ କିଏ ଓ ତାଙ୍କ ଧର୍ମ କଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.