Sunday, October 18, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ବଢ଼ିବ ବର୍ଷା

Sanchar Live by Sanchar Live
August 27, 2025
in ଓଡିଶା
0
ଆଜିଠୁ ବଢ଼ିବ ବର୍ଷା
0
SHARES
56
VIEWS
FacebookTwitter

ଆଜିଠୁ ବଢ଼ିବ ବର୍ଷା ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି ।  ଏହି ଲଘୁଚାପ ଧୀରେ ଧୀରେ ଶକ୍ତିଶାଳୀ ହେଉଥିବାରୁ ପ୍ରାୟ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ଅଧିକ ରହିବ । ୩୦ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୫ଦିନ ଯାଏ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।  ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ ।

Tags: odisharainweather reporet
ShareTweetShareSend
Sanchar Live

Sanchar Live

Next Post
ଆଇପିଏଲରୁ ଆର.ଅଶ୍ବିନଙ୍କ ଅବସର

ଆଇପିଏଲରୁ ଆର.ଅଶ୍ବିନଙ୍କ ଅବସର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କୁମାର ପୂର୍ଣ୍ଣିମା ଦିନ ଧାର୍ଯ୍ୟକୁ ନେଇ ପୁଣି ଦ୍ୱନ୍ଦ୍ୱ
  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.