Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ବଢିଲା ସୁନାଦର, ଜାଣନ୍ତୁ ଆଜି କଣ ରହିଛି ମୂଲ୍ୟ….

Sanchar Live by Sanchar Live
July 11, 2025
in ଓଡିଶା
0
ପୁଣି ବଢିଲା ସୁନାଦର, ଜାଣନ୍ତୁ ଆଜି କଣ ରହିଛି ମୂଲ୍ୟ….
0
SHARES
222
VIEWS
FacebookTwitter

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା, ୯୯, ୦୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୭୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯, ୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୭୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯, ୦୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯, ୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯,୦୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୭୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୯, ୦୦୦ ଓ ୯୦ ହଜାର ୭୬୦ ଟଙ୍କା ରହିଛି ।

ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୧ , ୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: Gold priceodisha
ShareTweetShareSend
Sanchar Live

Sanchar Live

Next Post
ବିଲ୍ ବାକି ଥିଲେ ସୁଦ୍ଧା ରୋଗୀଙ୍କ ମୃତଦେହ ରଖିପାରିବ ନାହିଁ କୌଣସି ହସ୍ପିଟାଲ

ବିଲ୍ ବାକି ଥିଲେ ସୁଦ୍ଧା ରୋଗୀଙ୍କ ମୃତଦେହ ରଖିପାରିବ ନାହିଁ କୌଣସି ହସ୍ପିଟାଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.