Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆହୁରି ୫ ଦିନ ଗୁଳୁଗୁଳି

Sanchar Live by Sanchar Live
June 8, 2025
in ଓଡିଶା
0
ରାଜ୍ୟରେ ଆଗକୁ ଆସୁଛି ଭୀଷଣ ତାତି, ଆଜିଠୁ ଗୁଳୁଗୁଳି
0
SHARES
1
VIEWS
FacebookTwitter

ରାଜ୍ୟସାରା ଏବେ ଗରମ ଓ ଗୁଳୁଗୁଳି ଜାରି ରହିଛି। ଆଗାମୀ ୫ ଦିନ ଯାଏଁ ସ୍ଥିତି ଏଭଳି ରହିବ। ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। ୧୧ଟି ଉପକୂଳ ଜିଲ୍ଲାକୁ ବାଦ୍‌ ଦେଲେ, ଅନ୍ୟ ଜିଲ୍ଲାଗୁଡ଼ିକରେ ସାମାନ୍ୟତମ ତ୍ରାହି ମିଳିବ। ଦିନରେ ଗୁଳୁଗୁଳି ଅନୁଭୂତ ହେବ ଓ ଅପରାହ୍ଣରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆଗାମୀ ୭ ଦିନ ଯାଏଁ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ଲାଗି ରହିବ। ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦କିମି ଝଟ୍‌କା ପବନ ବହିବାର ସମ୍ଭାବନା ରହିଛି। ଆଗାମୀ ୨୪ଘଣ୍ଟା ପାଇଁ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ଓ ପବନ ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନାନୁସାରେ, ଆସନ୍ତାକାଲି ରାଜ୍ୟର ସମସ୍ତ ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ପବନ ଓ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାରେ ୯ ଓ ୧୦ ତାରିଖରେ ବର୍ଷା ଏବଂ ୧୧ ଓ ୧୨ ତାରିଖରେ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଉପକୂଳ ଓଡ଼ିଶା ପାଇଁ ଆଗାମୀ ୫ ଦିନ କାଳବୈଶାଖୀ ସତର୍କତା ନ ଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଥାନେ ସ୍ଥାନେ ଅଧିକ ବର୍ଷାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଉଲ୍ଲେଖଥାଉ କି, ଗତ ୨୪ଘଣ୍ଟାରେ ଉପକୂଳ ଓଡିଶାର ଚାରି ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଜଗତସିଂହପୁରରେ ସର୍ବାଧିକ ୮୬.୮ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ଗଜପତିରେ ୮୨ମିମି, ଭଦ୍ରକରେ ୭୯.୧ମିମି, ପୁରୀରେ ୬୯.୧ମିମି ବର୍ଷା ରେକର୍ଡ ହୋଇଛି। ନୟାଗଡ଼ରେ ୪୮.୨ମିମି, କେନ୍ଦ୍ରାପଡାରେ ୪୫ମିମି, ଖୋର୍ଦ୍ଧାରେ ୪୦ ମିମି ବର୍ଷା ସହ ଗଞ୍ଜାମରେ ୩୭.୪ମିମି ବାଲେଶ୍ୱରରେ ୩୫ ମିମି ବର୍ଷା ରେକର୍ଡ ହୋଇଛି। ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯାଇ ନାହିଁ।

Tags: odishaweatherreport
ShareTweetShareSend
Sanchar Live

Sanchar Live

Next Post
ମଣିପୁରରେ ବିଗିଡିଲା ସ୍ଥିତି : ଆନ୍ଦୋଳନକାରୀ ମୁଣ୍ଡରେ ପେଟ୍ରୋଲ ଢାଳି ନିଆଁ ଲଗାଇବାକୁ ଦେଲେ ଧମକ

ମଣିପୁରରେ ବିଗିଡିଲା ସ୍ଥିତି : ଆନ୍ଦୋଳନକାରୀ ମୁଣ୍ଡରେ ପେଟ୍ରୋଲ ଢାଳି ନିଆଁ ଲଗାଇବାକୁ ଦେଲେ ଧମକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.