Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସାମ୍ବାଦିକଙ୍କୁ ମିଳି ପାରିଲାନି ସୁଧ ରିହାତି

Sanchar Live by Sanchar Live
September 5, 2024
in ଓଡିଶା
0
ସାମ୍ବାଦିକଙ୍କୁ ମିଳି ପାରିଲାନି ସୁଧ ରିହାତି
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ସାମ୍ବାଦିକମାନଙ୍କୁ ଗୃହ, ଚାରି ଚକିଆ ଓ ଦୁଇ ଚକିଆ ଯାନ ଋଣର ସୁଧ ଉପରେ ୩ ପ୍ରତିଶତ ରିହାତି ଘୋଷଣା ୨୦୧୮ ଜୁନ୍‍ ମାସରେ ଘୋଷଣା କରାଯାଇଥିଲା । ଏହି ଘୋଷଣା ଉପରେ ଅଧିନିୟମ ତିଆରି କରି ୨୦୨୦ ନଭେମ୍ବର ମାସରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ହେଲେ ଅଧିନିୟମର କାର୍ଯ୍ୟକାରିତା ପାଇଁ ଢାଞ୍ଚା ଓ ପ୍ରକ୍ରିୟା ନିର୍ଦ୍ଧାରଣ ହୋଇପାରି ନାହିଁ ।

ସାମ୍ବାଦିକମାନଙ୍କୁ ସୁଧ ରିହାତି ପ୍ରଦାନ ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ଏକ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅଧିନିୟମର ଢାଞ୍ଚା ଓ ପ୍ରକ୍ରିୟା ନିର୍ଦ୍ଧାରଣ ହୋଇପାରି ନଥିବରୁ ଏହି ସୁବିଧା କୌଣସି ସାମ୍ବାଦିକଙ୍କୁ ଦିଆଯାଇ ପାରିନାହିଁ ।

ଏହାକୁ କାର୍ଯ୍ୟକାରୀ କରିବାପାଇଁ ଢାଞ୍ଚା ଓ ପ୍ରକ୍ରିୟା ନିର୍ଦ୍ଧାରଣ କରିବା ସକାଶେ ନିର୍ଦ୍ଦେଶକ, ପ୍ରତିଷ୍ଠାନ ଓ ଅର୍ଥ ବ୍ୟବସ୍ଥା ସହିତ ପତ୍ରାଳାପ ହେଇଛି । ଏହି ପ୍ରସଙ୍ଗରେ ବ୍ୟାଙ୍କ୍‍ କର୍ତ୍ତୃପକ୍ଷଙ୍କ ସହିତ ମଧ୍ୟ ଆଲୋଚନା ହୋଇଛି । ବାର୍ଷିକ ୫୦ହଜାର ଟଙ୍କା ଆୟ ସୀମା ଅର୍ନ୍ତଭୁକ୍ତ ଋଣଗ୍ରହୀତା ସାମ୍ବାଦିକମାନଙ୍କ ଦ୍ୱାରା ମୂଳ ଓ ସୁଧର ପରିଶୋଧ ସମ୍ଭାବନା ସଂକ୍ରାନ୍ତରେ ବ୍ୟାଙ୍କ୍‍ କର୍ତ୍ତୃପକ୍ଷଙ୍କ ସହିତ ସହମତି ହୋଇପାରୁ ନାହିଁ । ଏ ସଂକ୍ରାନ୍ତରେ ବ୍ୟାଙ୍କ୍‍ କର୍ତ୍ତୃପକ୍ଷଙ୍କ ସହିତ ମିଶିକରି ଦ୍ୱିପାକ୍ଷିକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Tags: journalistodisha
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.