Monday, June 23, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨୫ରେ ସୃଷ୍ଟି ହେଇପାରେ ଘୁର୍ଣ୍ଣିବଳୟ, ହେବ ବଡ଼ ବର୍ଷା

Sanchar Live by Sanchar Live
June 23, 2025
in ଓଡିଶା
0
୨୫ରେ ସୃଷ୍ଟି ହେଇପାରେ ଘୁର୍ଣ୍ଣିବଳୟ, ହେବ ବଡ଼ ବର୍ଷା
0
SHARES
2
VIEWS
FacebookTwitter

୨୫ରେ ସୃଷ୍ଟି ହେଇପାରେ ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ବଢ଼ିପାରେ ବର୍ଷା । ବାଲେଶ୍ୱରରେ ବନ୍ୟା ଆଶଙ୍କା ଭିତରେ ଆସିଲା ବଡ଼ ବର୍ଷା । ୨୫ ଜୁନ୍ ପାଖାପାଖି ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେଇପାରେ ।

ଉତ୍ତର ଓଡ଼ିଶାରେ ରହିଛି ବଡ଼ ବର୍ଷା । ଏଥିପାଇଁ ଉତ୍ତର ଓଡ଼ିଶାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୫ଜୁ ୨୬ଜୁନ ମଧ୍ୟରେ ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ରୁ ୨୭ ଜୁନ୍‌ ମଧ୍ୟରେ ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଯାଇଛି ।

ସେପଟେ ବାଲେଶ୍ୱର ସୁବର୍ଣ୍ଣରେଖା ନଦୀର ଜଳସ୍ତର କମିଛି । ମାତ୍ର ବନ୍ୟା ପ୍ରଭାବିତଙ୍କ ଦୁର୍ଦ୍ଦଶା ଏବେ ଯାଏଁ କମିନି । ନଦୀର ଜଳସ୍ତର ହ୍ରାସ ପାଇ ଏବେ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ରାଜଘାଟ ଠାରେ ବିପଦ ସଙ୍କେତ ୧୦.୩୬ ରହିଥିବା ବେଳେ ସକାଳ ୬ ଟା ସୁଦ୍ଧା ଜଳସ୍ତର ହ୍ରାସ ପାଇ ୮.୯୪ ମିଟରରେ ପ୍ରବାହିତ ହେଉଛି ।

ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା ଫଳରେ ଉତ୍ତର ବାଲେଶ୍ୱରର ୪ ଟି ବ୍ଲକର ୨୧ଟି ପଞ୍ଚାୟତର ୬୦ ରୁ ଅଧିକ ଗାଁ ଜଳବନ୍ଦୀ ହୋଇ ରହିଛି । ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ବାଲିଆପାଳ ଏବଂ ଭୋଗରାଇ ବ୍ଲକ । ଗାଁ ଦାଣ୍ତରେ ଏବେବି ୩ ଫୁଟ ଉଚ୍ଚର ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଲୋକେ ଘରୁ ବାହାରି ପାରୁନାହାନ୍ତି । ବିଭିନ୍ନ ସ୍ଥାନରେ ରାସ୍ତା ଉପରୁ ପାଣି ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ଲୋକେ ଦେଶୀ ଡଙ୍ଗା ସାହାଯ୍ୟରେ ଯାତାୟତ କରୁଛନ୍ତି । ହଜାର ହଜାର ହେକ୍ଟର ପନିପରିବା ଚାଷ ବନ୍ୟା ପାଣିରେ ବୁଡ଼ି ରହିଛି । ଘରେ ବନ୍ୟା ପାଣି ପଶି ଥିବାରୁ ନଦୀ ବନ୍ଧ ଏବଂ ରାସ୍ତା ଉପରେ ବିପନ୍ନଙ୍କ ପରିବାର ଆଶ୍ରୟ ନେଇଛନ୍ତି । ବନ୍ୟା ଆସିବା ପୂର୍ବରୁ ଲୋକମାନଙ୍କୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇ ନଥିବାରୁ ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୫ରେ ସୃଷ୍ଟି ହେଇପାରେ ଘୁର୍ଣ୍ଣିବଳୟ, ହେବ ବଡ଼ ବର୍ଷା
  • କୈଳାସ ପର୍ବତର ବଡ଼ ରହସ୍ୟ, କାହିଁକି ହୁଏନି ଚଢ଼ି
  • ଖସିଲା ସେନସେକ୍ସ ଓ ନିଫ୍ଟି
  • ଫୁଟିଲା ଗୁଳି, ଅଳ୍ପକେ ବର୍ତ୍ତିଲେ ଯୁବକ
  • ତେଜିବାରେ ଲାଗିଛି ମଧ୍ୟପ୍ରାଚ୍ୟ ସଂକଟ, ଆଗକୁ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.