Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗୋଟିଏର ପ୍ରଭାବ ନକମୁଣୁ ପୁଣି ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ

Sanchar Live by Sanchar Live
October 5, 2025
in ଓଡିଶା
0
ଗୋଟିଏର ପ୍ରଭାବ ନକମୁଣୁ ପୁଣି ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ
0
SHARES
141
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡ଼ିଶାର ପିଛା ଛାଡ଼ୁନି ଲଘୁଚାପ । ଗୋଟିଏର ପ୍ରଭାବ ନକମୁଣୁ ପୁଣି ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଅକ୍ଟୋବର ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ପୁଣି ୧୦ରୁ ରାଜ୍ଯରେ ଆରମ୍ଭ ହେବ ବର୍ଷା । ଚଳିତ ମୌସୁମୀ ଓଡ଼ିଶା ଛୁଇଁବା ପରଠାରୁ ୧୬ଟି ଲଘୁଚାପ ଓଡ଼ିଶାକୁ ପ୍ରଭାବିତ କରିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେପଟେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଗଭୀର ଅପପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବାପରେ ଯଦିଓ ବର୍ଷାର ତୀବ୍ରତା କମିଛି କିନ୍ତୁ ଦକ୍ଷିଣ ଓଡିଶା ସମେତ ଉପକୂଳରେ ତୁହାକୁ ତୁହା ବର୍ଷା ହେଉଥିବା ବେଳେ ଆକାଶ ମେଘଛନ୍ନ ରହିଛି । ୩ ଦିନ ଯାଏ ବର୍ଷା ଲାଗିରହିବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଜିଲ୍ଲା ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର କେନ୍ଦ୍ରାପଡା, କଟକ, ଅନୁଗୁଳ ,ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ , କେନ୍ଦୁଝର, ଦେଓଗଡ଼, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ ଓ ଝାରସୁଗୁଡାକୁ ସତର୍କତା ଜାରି କରାଯାଇଛି । ସେହିପରି ଆସନ୍ତାକାଲି ସମାନ ଜିଲ୍ଲାପାଇଁ ୟେଲୋ ଆଲର୍ଟ ରହିଛି ।….

Tags: low pressurerainweather report
ShareTweetShareSend
Sanchar Live

Sanchar Live

Next Post
ବିହାରରେ ବିଧାନସଭା ନିର୍ବାଚନ ପ୍ରସଙ୍ଗ : ଆଜି ବି ସ୍ଥିତି ସମୀକ୍ଷା କରିବେ ନିର୍ବାଚନ କମିଶନ

ବିହାରରେ ବିଧାନସଭା ନିର୍ବାଚନ ପ୍ରସଙ୍ଗ : ଆଜି ବି ସ୍ଥିତି ସମୀକ୍ଷା କରିବେ ନିର୍ବାଚନ କମିଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.