Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଙ୍ଗୋପସାଗରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ

Sanchar Live by Sanchar Live
September 12, 2025
in ଓଡିଶା
0
ବଙ୍ଗୋପସାଗରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ
0
SHARES
97
VIEWS
FacebookTwitter

ବଙ୍ଗୋପସାଗରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଯାହା ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 8ଟା 30 ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଦେଇଛି ।

ଏହା ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ସେପଟେ ଆଜି ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷାକୁ ନେଇ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡା ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବା ସମ୍ଭାବନା ରହିଛି।

Tags: bay of bengalodisharainweatherreport
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ମଣିପୁର ଗସ୍ତ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ମଣିପୁର ଗସ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.