Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର , ଝିଅ ହେଲେ ମିଳିବ ୧୨ ହଜାର ଟଙ୍କା

Sanchar Live by Sanchar Live
February 11, 2025
in ଓଡିଶା
0
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ମହିଳାଙ୍କ ପାଇଁ ହେବ ସ୍ବତନ୍ତ୍ର ଇଣ୍ଡଷ୍ଟ୍ରିଆଲ ପାର୍କ
0
SHARES
22
VIEWS
FacebookTwitter

ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ୧୨ ହଜାର ଟଙ୍କା ପ୍ରଦାନ କରାଯିବ ।  ପୂର୍ବରୁ ୧୦ ହଜାର ଟଙ୍କା ମିଳୁଥିଲା। ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।

ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।

ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ । ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି ।

Tags: mamata yojanaodisha
ShareTweetShareSend
Sanchar Live

Sanchar Live

Next Post
ଭକ୍ତ ଚରଣ ଦାସ ହେଲେ PCC ସଭାପତି

ଭକ୍ତ ଚରଣ ଦାସ ହେଲେ PCC ସଭାପତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.