Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା

Sanchar Live by Sanchar Live
February 6, 2025
in ଓଡିଶା
0
ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା

Oplus_131072

0
SHARES
26
VIEWS
FacebookTwitter

କଟକ : ମାଟ୍ରିକ ପରୀକ୍ଷା ପୂର୍ବରୁ ବୋର୍ଡର ପ୍ରେସମିଟ । ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ବିଏସଇର ସଭାପତି ଶ୍ରୀକାନ୍ତ ତରାଇ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ୫ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷାର ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟାପକ ବ୍ୟବସ୍ଥା କରିଛି ।

୩୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୧୦ ହଜାର ୭୭୮ ପରୀକ୍ଷାର୍ଥୀ । ମୋଟ ୪୭ଟି ମୂଲ୍ୟାୟନ କେନ୍ଦ୍ର ରହିଥିବାବେଲେ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ୧୨ ତାରିଖରୁ ୧୯ ଭିତରେ ସୁବୁ ପରୀକ୍ଷା କେନ୍ଦ୍ରକୁ ଯିବ ପ୍ରଶ୍ନପତ୍ର । ଆସନ୍ତା ୧୦ ତାରିଖରୁ www.bseodisha.ac.inରୁ ଛାତ୍ରଛାତ୍ରୀମାନେ ନିଜ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ସେ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି। ପ୍ରତି ପ୍ରଶ୍ନପତ୍ରରେ ସିରିଏଲ ନମ୍ବର ରହିବ। ଫଳରେ ପ୍ରଶ୍ନପତ୍ର ଭାଇରାଲ ହେଲେ କେଉଁଠୁ ଓ କେଉଁ ସେଣ୍ଟରରୁ ଭାଇରାଲ ହେଲା ସ୍ପଷ୍ଟ ଜଣାପଡିବ। ସବୁ ସେଣ୍ଟରରେ ସିସିଟିଭି ଲାଗିଛି । ୬୦୦ ସେଣ୍ଟରରେ ଲାଇଟ୍ ବ୍ୟବସ୍ଥା ହେବ । ମାଟ୍ରିକ୍‌ ପରୀକ୍ଷା ସରିବା ପରେ ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ଖାତାଦେଖା । ପ୍ରାୟ ୧୩ ଦିନ ଧରି ଖାତାଦେଖା ଚାଲିବ । ତା’ରେ ପରୀକ୍ଷାଫଳ ପ୍ରକାଶ ପାଇବ ।

Tags: educationMatricexamodisha
ShareTweetShareSend
Sanchar Live

Sanchar Live

Next Post
ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ରାଜ୍ୟ ବଜେଟ ଅଧିବେଶନ

ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ରାଜ୍ୟ ବଜେଟ ଅଧିବେଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.